Posted inଖେଳ

ସରିତା ଦେବୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ, ୧୮ା୮ (ପି.ଟି.)-କୋଭିଡ୍‌-୧୯ ଟେଷ୍ଟରେ ପୂର୍ବତନ ବିଶ୍ୱ ଚାମ୍ପିୟନ ବକ୍ସର ଏଲ୍‌. ସରିତା ଦେବୀ ଏବଂ ତାଙ୍କ ସ୍ବାମୀ ଥୋଇବା ସିଂଙ୍କ ଫଳାଫଳ ପଜିଟିଭ୍‌ ଆସିଛି। ଉଭୟଙ୍କ ନିକଟରେ କିନ୍ତୁ କୌଣସି ଲକ୍ଷଣ ଦେଖାଯାଇ ନ ଥିଲା। ଏହି ଦମ୍ପତି ବର୍ତ୍ତମାନ ଇମ୍ଫାଲରେ ଅବସ୍ଥାନ କରୁଛନ୍ତି। ଉଭୟେ ସ୍ଥାନୀୟ ଏକ କୋଭିଡ୍‌-୧୯ କେୟାର ସେଣ୍ଟରକୁ ଯାଇ ଚିକତ୍ସିତ ହେଉଛନ୍ତି। ସରିତା ଜଣେ ଏସିଆନ ଗେମ୍ସ ବ୍ରୋଞ୍ଜ ବିଜୟିନୀ। ସେ ଏସିଆନ ଚାମ୍ପିୟନଶିପ୍‌ରେ ସେ ୫ଥର ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଡିଙ୍ଗ୍‌କୋ ସିଂଙ୍କ ପରେ କରୋନାରେ ସଂକ୍ରମିତ ହେବାରେ ୩୮ବର୍ଷୀୟ ସରିତା ହେଉଛନ୍ତି ଦେଶର ଦ୍ୱିତୀୟ ବକ୍ସର। ଡିଙ୍ଗ୍‌କୋ ହେଉଛନ୍ତି ଜଣେ ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ଏକ ମାସ ଧରି ଡାକ୍ତରଖାନାରେ ଚିକିତ୍ସା ହେବାପରେ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏପିଏଲ୍‌ ଆୟୋଜନକୁ ଅଗ୍ରାହ୍ୟ କଲା ବିସିସିଆଇ

ନୂଆଦିଲ୍ଲୀ, ୧୯ା୬ (ପି.ଟି.)-ଭାରତରେ ଏହାର ଟି୨୦ ଲିଗ୍‌ (ଏପିଏଲ)ଆୟୋଜନ କରିବା ସୁଯୋଗ ଦେବା ଲାଗି ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) କରିଥିବା ଅନୁରୋଧକୁ ବିସିସିଆଇ ଅଗ୍ରାହ୍ୟ...

ଅଲିମ୍ପିକ୍ସ ଫୁଟ୍‌ବଲ ଡ୍ର: ଗ୍ରୁପ୍‌ ‘ଡି’ରେ ବ୍ରାଜିଲ

ଜୁରିଚ୍‌, ୨୨।୪(ଏ.ପି.)- ଚଳିତ ବର୍ଷ ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସର ଫୁଟ୍‌ବଲ ଟୁର୍ନାମେଣ୍ଟ ପାଇଁ ଡ୍ର’ ଉଠାଣ କାର୍ଯ୍ୟକ୍ରମ...

ଓ୍ବାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୪।୨: ଆଗାମୀ ଆଇପିଏଲ ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) କାର୍ଯ୍ୟସୂଚୀ ପ୍ରସ୍ତୁତି ଚୂଡ଼ାନ୍ତ କରିବାରେ ଲାଗିଛି। ପୂରା ଆଇପିଏଲ ମହାରାଷ୍ଟ୍ରରେ ଖେଳାଯିବାକୁ ଥିବା ବେଳେ...

ଶତକୀୟ ମ୍ୟାଚ୍‌ରେ ମାଇଲଷ୍ଟୋନ ଛୁଇଁଲେ କୋହଲି

ମୋହାଲି,୪।୩: ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ଶୁକ୍ରବାର କ୍ୟାରିୟରର ୧୦୦ତମ ଟେଷ୍ଟରେ ଏକ ମାଇଲଷ୍ଟୋନ ହାସଲ କରିଛନ୍ତି। ୩୩ ବର୍ଷୀୟ ବ୍ୟାଟର ପ୍ରଥମ ଇନିଂସରେ...

କରୋନା ଟେଷ୍ଟରେ ସାମ୍‌ କୁରାନ ନେଗେଟିଭ୍‌

ସାଇଥାମ୍ପଟନ, ୪ା୭ (ପି.ଟି.)-ଇଂଲଣ୍ଡ ଅଲରାଉଣ୍ଡର ସାମ୍‌ କୁରାନଙ୍କର ଶୁକ୍ରବାର ହୋଇଥିବା କରୋନାଭାଇରସ୍‌ ଟେଷ୍ଟରେ ନେଗେଟିଭ୍‌ ଆସିଛି। ସେ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ଟ୍ରେନିଂରେ...

ଏହି ଅଭିନେତ୍ରୀଙ୍କୁ ବିବାହ କରିବେ କ୍ରିକେଟର ମନୀଷ ପାଣ୍ଡେ

ଭାରତୀୟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ତଥା କର୍ନାଟକ ରଣଜୀ ଦଳର ଅଧିନାୟକ ମନୀଷ ପାଣ୍ଡେ ହାତକୁ ଦି’ ହାତ ହେବାକୁ ଯାଉଛନ୍ତି। ସେ ଦକ୍ଷିଣ ଭାରତୀୟ...

ପଞ୍ଜାବ ଦଳରେ ସ୍ଥାନ ନ ମିଳିବାରୁ ଚଣ୍ଡିଗଡ଼ ପାଇଁ ଖେଳିବେ ବରିନ୍ଦର ସରନ

ଚଣ୍ଡିଗଡ଼,୨୦।୯: ଭାରତ ପକ୍ଷରୁ ଅନ୍ତର୍ଜାତୀୟ ସ୍ତରରେ ପ୍ରତିନିଧିତ୍ୱ କରିସାରିଥିବା ବରିନ୍ଦର ସରନଙ୍କୁ ଆସନ୍ତା ବିଜୟ ହଜାରେ ଟ୍ରଫି ପାଇଁ ଘୋଷିତ ପଞ୍ଜାବ ଦଳରେ ସ୍ଥାନ ମିଳି...

ତନିସ୍କାଙ୍କୁ ୧ ରୌପ୍ୟ, ୨ ବ୍ରୋଞ୍ଜ

ଭୁବନେଶ୍ୱର, ୧୮।୩ (କ୍ରୀଡ଼ା ପ୍ରତିନିଧି)- ପଶ୍ଚିମବଙ୍ଗର ଆସନସୋଲଠାରେ ଚଳିତ ମାସ ୧୧ରୁ ୧୪ ପର୍ଯ୍ୟନ୍ତ ପୂର୍ବାଞ୍ଚଳ ବନ୍ଧୁକ ଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାଗ...

Advertisement
Archives

Model This Week