ମୃତ୍ୟୁର ୧୮ ଦିନ ପୂର୍ବରୁ ସୁଶାନ୍ତଙ୍କୁ ମନେପକାଇ ଏମିତି କହିଥିଲେ ସରୋଜ

ବଲିଉଡ୍‌ର ଭେଟରାନ କୋରିଓଗ୍ରାଫର୍‌ ସରୋଜ ଖାନ୍‌ଙ୍କ ୭୧ ବର୍ଷରେ ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି। ସରୋଜଙ୍କ ଶେଷ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପାଇଁ ଥିଲା। ସେ ସୁଶାନ୍ତ ଆତ୍ମହତ୍ୟା ପରେ ତାଙ୍କୁ ମନେ ପକାଇ ଦୁଃଖ ବ୍ୟକ୍ତ କରି କହିଥିଲେ, ମୁଁ ତୁମ ସହ କାମ କରିନି ସତ ମାତ୍ର ଅନେକ ଥର ତୁମକୁ ଭେଟିଛି। ତୁମର କଣ ଅସୁବିଧା ଥିଲା, ଏମିତି ପଦକ୍ଷେପ କାହିଁକି ନେଲ। ଏମଥା ଶୁଣି ମୁଁ ହତ୍‌ବାକ୍‌ ହୋଇଯାଇଛି ବୋଲି ନିଜ ପୋଷ୍ଟରେ ଲେଖିଥିଲେ ସରୋଜ। ସୂଚନାଯୋଗ୍ୟ, ତାଙ୍କ କ୍ୟାରିୟରରେ ଅନେକ ପ୍ରସିଦ୍ଧ ଗୀତ କୋରିଓଗ୍ରାଫ କରିଥିଲେ। ଚାରି ଦଶନ୍ଧିରୁ ଅଧିକ ସମୟର କ୍ୟାରିଅରରେ ସରୋଜ ଖାନ ୨ ହଜାରରୁ ଅଧିକ ଗୀତ କୋରିଓଗ୍ରାଫି କରିଥିଲେ। ମାଧୁରୀ ଦୀକ୍ଷିତଙ୍କ ଅନେକ ଗୀତ ସରୋଜ ଖାନଙ୍କ ଦ୍ୱାରା କୋରିଓଗ୍ରାଫ କରାଯାଇଥିଲା। ଏଥିରେ, ୧୯୮୮ ଚଳଚ୍ଚିତ୍ର ‘ତେଜାବ’ର ‘ଏକ୍‌ ଦୋ ତିନ୍‌ ଚାର୍‌..’ ଗୀତଟି ବହୁତ ପ୍ରସିଦ୍ଧ ଥିଲା। ସରୋଜ ଖାନ ୧୯୯୧ ଚଳଚ୍ଚିତ୍ର ‘ବେଟା’ର ’ଧକ-ଧକ କରନେ ଲଗା’ ଗୀତକୁ କୋରିଓଗ୍ରାଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ପାଇଁ ଅଭିନୟଠାରୁ ଦୂରେଇ ଯାଇଥିଲେ ଏହି ଅଭିନେତ୍ରୀ

ଦକ୍ଷିଣ ଭାରତ ଫିଲ୍ମ ଇଣ୍ଡଷ୍ଟ୍ରିର ସଫଳ ତଥା ଚର୍ଚ୍ଚିତ ଅଭିନେତ୍ରୀ ଶ୍ରୁତି ହାସନ। ସେ ବଲିଉଡ୍‌ ସିନେମାରେ ମଧ୍ୟ କାମ କରିସାରିଛନ୍ତି। ବିଗତ କିଛି ଦିନ...

ଟେଲିଭିଜନ୍‌ରେ କାହିଁକି ବାରମ୍ବାର ପ୍ରସାରିତ ହୋଇଥାଏ ‘ସୂର୍ଯ୍ୟବଂଶମ’? ଅମିତାଭ ରଖିଲେ ଉତ୍ତର

ମୁମ୍ବାଇ: ବିଗ୍‌ ବି ଅମିତାଭଙ୍କ ସବୁଠାରୁ ଲୋକପ୍ରିୟ ଫିଲ୍ମ ମଧ୍ୟରୁ ଗୋଟିଏ ହେଉଛି ‘ସୂର୍ଯ୍ୟବଂଶମ’। ଏହାକୁ କିଛି ଟେଲିଭିଜନ ଚ୍ୟାନେଲରେ ବାରମ୍ବାର ପ୍ରସାରିତ କରାଯାଇଥାଏ। ତେବେ...

ନିଜ ସୁପରହିଟ୍‌ ଗୀତରେ ନାଚିଲେ ମାଧୁରୀ: ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ର ଧକ୍‌ ଧକ୍‌ ଗର୍ଲ ମାଧୁରୀ ଦିକ୍ଷିତ ତାଙ୍କ ଡ୍ୟାନ୍ସ ଓ ଏକ୍ସପ୍ରେଶନ ପାଇଁ ବେଶ୍‌ ପରିଚିତ। ‘ତେଜାବ’ ଫିଲ୍ମରୁ ହିଟ୍‌ ହୋଇଥିବା ଏହି...

ଛୋଟ ପିଲା ଭାବି ଇଣ୍ଡଷ୍ଟ୍ରିରେ ମୋତେ ଗୁରୁତ୍ୱ ଦେଉ ନ ଥିଲେ

ମୁମ୍ବାଇ: ଫିଲ୍ମ ଇଣ୍ଡଷ୍ଟ୍ରିରେ ମାପିଚୁପି କଥା କହୁ ନ ଥିବା କଳାକାରଙ୍କ ମଧ୍ୟରୁ ବଲିଉଡ୍‌ ଅଭିନେତା ରିଷି କପୁର ଅନ୍ୟତମ। ବଲିଉଡ୍‌ ହେଉ କି ବ୍ୟକ୍ତିଗତ...

ଚୁଜି ହେଲେଣି ହୁମ୍ମା

ହୁମ୍ମା ଏଣିକି ଆଉ ତରବର ହୋଇ ସିନେମା ସାଇନ୍‌ କରିବେ ନାହିଁ। ଅଫର ମିଳିଥିବା ଫିଲ୍ମର କାହାଣୀ ଏବଂ ସେଥିରେ ତାଙ୍କର ଭୂମିକାକୁ ଭଲ ଭାବରେ...

ମାଧୁରୀ-ସଲମାନଙ୍କ ଅଭିନୀତ ଫିଲ୍ମର ହୋଇପାରେ ସ୍ପେଶାଲ ସ୍କ୍ରିନିଂ

ମୁମ୍ବାଇ: ବଲିଉଡ୍‌ ନାୟିକା ମାଧୁରୀ ଦୀକ୍ଷିତ ଓ ନାୟକ ସଲମାନଙ୍କ ଅଭିନୀତ ଫିଲ୍ମ ‘ହମ୍‌ ଆପକେ ହୈ କୌନ’କୁ ପୂରିଛି ୨୫ ବର୍ଷ। ଏବେ ଏହି...

ଅସଜଡା କେଶ, ଭୟଙ୍କର ଆଖି: କ୍ୱାରାଣ୍ଟାଇନ୍‌ରେ ରଣବୀର

ମୁମ୍ବାଇ: କରୋନା ଭାଇରସ୍‌ କବଳରେ ଏପର୍ଯ୍ୟନ୍ତ ୧୮୮ ଦେଶ ରହିଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। କରୋନା ଭାଇରସ୍‌ ବିରୋଧରେ ସାରା...

ଅନନ୍ୟା-ବିଜୟଙ୍କ ଯୋଡି ଏବେ ଚର୍ଚ୍ଚାରେ: ପ୍ରଶଂସକ ଦେଲେ ନୂଆ ନାମ ‘ଆନାକୋଣ୍ଡା’

ତେଲୁଗୁ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଏବଂ ବଲିଉଡ୍‌ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ଯୋଡି ଏବେ ଚର୍ଚ୍ଚାରେ। ବର୍ତ୍ତମାନ ଏହି ଯୋଡି ମୁମ୍ବାଇରେ ଫିଲ୍ମ ‘ଫାଇଟର’ର ଶୁଟିଂ...

Coronavirus Update


Archives

Model This Week

Why Dharitri