ପୋଖରୀ କୂଳରେ ହତ୍ୟାକାଣ୍ଡର ଡେମୋ ଦେଖାଇଲେ ଅଭିଯୁକ୍ତ ସରୋଜ

ନୟାଗଡ଼ ଅଫିସ,୨୪।୧୨: ପରୀ ଅପହରଣ ଓ ହତ୍ୟା ଘଟଣାରେ ଗୁରୁବାର ଅଭିଯୁକ୍ତ ସରୋଜ ସେଠୀଙ୍କୁ ଯଦୁପୁର ଆଣି ସିନ୍‌ ରିକ୍ରିଏସନ କରିଛି ଏସ୍‌ଆଇଟି। ପରୀର ମୃତଦେହ ଜବତ କରାଯାଇଥିବା ପୋଖରୀ କୂଳରେ ହତ୍ୟାକାଣ୍ଡର ଡେମୋ ଦେଖାଇଛନ୍ତି ଅଭିଯୁକ୍ତ । ସେଠାରେ ତାକୁ ଟିକିନିଖି ଭାବେ ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରା ପ୍ରଶ୍ନ ପଚାରିଥିବା ଦେଖାଯାଇଛି। ତେବେ ଏହି ସମୟରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଡେମୋ ଫଟୋ କିମ୍ବା ଭିଜୁଆଲ ଉଠାଇବାକୁ ବାରଣ କରାଯାଇଥିଲା। ଏଥିପାଇଁ ଏହା ପ୍ରାୟୋଜିତ ଏବଂ ଛାତ୍ରଙ୍କୁ ଫସାଇ ଦିଆଯାଉଥିବା ଚର୍ଚ୍ଚା ହେଉଛି।

ତେବେ ଆଜି ସରୋଜର ରିମାଣ୍ଡ ଅବଧୀ ଶେଷ ହେଉଛି। ଏହା ପୂର୍ବରୁ ସରୋଜଙ୍କୁ ଆଣି ଘଟଣାସ୍ଥଳରେ ସିନ୍‌ ରିକ୍ରିଏଟ୍‌ କରିଛି ଏସ୍‌ଆଇଟି। ଏହାଛଡ଼ା ସରୋଜଙ୍କ ମା’ ଓ ଭଉଣୀଙ୍କୁ ମଧ୍ୟ ଘରେ ପଚରାଉଚରା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା: ୪ ଅଟକ

ବ୍ରହ୍ମପୁର ଅଫିସ,୨୪ା୯: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ମେଣ୍ଟୁଛକ ନିକଟସ୍ଥ ରାଧାକୃଷ୍ଣ ମନ୍ଦିର ପରିସରରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ...

ଜଳିଗଲା ୩ ବଖରା

ବନ୍ତ, ୨୯ା୩(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ପଦିପାଟଣା ଗ୍ରାମରେ ଶନିବାର ଅଗ୍ନିକାଣ୍ଡ ଘଟି ୩ ବଖରା ଘର ସହ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି।...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ସୋର ବିଧାୟକ

ବାହାନଗା,୧ା୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ବିଧାନସଭା ନିିର୍ବାଚନ ମଣ୍ଡଳୀର ବିଧାୟକ ପର୍ଶୁରାମ ଧଡ଼ା ବିଶ୍ୱ ମହାମାରୀ କରୋନା ଭାଇରସର ସଫଳ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌...

କରୋନା ଭୟ: ଫିଲ୍ମ, ଧାରାବାହିକ ଶୁଟିଂ ବନ୍ଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଫିଲ୍ମ ଓ ଧାରାବାହିକ ଶୁଟିଂକୁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ଏଥିଲାଗି ହାତ ମିଳାଇଛନ୍ତି ଇଣ୍ଡିଆନ୍‌ ମୋଶନ ପିକ୍‌ଚର...

ନୂଆ ରୂପରେ ଶୋଭା ପାଇବ ତାଳସାରୀ-ଉଦୟପୁର ବେଳାଭୂମି

ଭୋଗରାଇ,୧୧।୨: ପର୍ଯ୍ୟଟନସ୍ଥଳୀ ତାଳସାରୀ-ଉଦୟପୁର ଏବେ ନୂଆ ରୂପରେ ଶୋଭା ପାଇବ। ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ଏହି ଦୁଇ ବେଳାଭୂମିକୁ ବିଶ୍ୱମାନର...

ବିଡିଓଙ୍କ ଗାଡ଼ି ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ପାରଳାଖେମୁଣ୍ଡି:୨୧।୨(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଉପଖଣ୍ଡ ଯାଜପୁର ଗ୍ରାମ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମୋହନା ବିଡିଓଙ୍କ ସରକାରୀ ଗାଡ଼ି ଧକ୍କାରେ ଜଣେ ବାଇକ୍‌...

ଓ୍ବାର୍ଡସଭ୍ୟାଙ୍କ ଇସ୍ତଫା

ନିମାପଡ଼ା,୨୭।୧୧(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ ଅରିଷଣ୍ଢ ପଞ୍ଚାୟତର ୧୦ନଂ. ଓ୍ବାର୍ଡର ଓ୍ବାର୍ଡସଭ୍ୟା କବିତା ଦଳେଇ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମଙ୍ଗଳବାର...

ଲାଞ୍ଚନେଇ ଧରାପଡ଼ିଲେ ପ୍ରଧାନ ଶିକ୍ଷକ

ରାଉରକେଲା ଅଫିସ,୨୬।୮: ସୁନ୍ଦରଗଡ଼ ଜିଲା ରାଉରକେଲାସ୍ଥିତ କୁମଝରିଆ ହାଇସ୍କୁଲର ପ୍ରଧାନ ଶିକ୍ଷକ ସଞ୍ଜୟ ସାମଲ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।  ୧୨ ହଜାର ଟଙ୍କା ଲାଞ୍ଚ...

Advertisement
Archives

Model This Week