କ୍ରିକେଟ୍‌ ମ୍ୟାଚ୍‌ ଉଦ୍‌ଘାଟନୀ ଉତ୍ସବରେ ସରପଞ୍ଚ : ଫଟୋ ଭାଇରାଲ

ହିଞ୍ଜିଳିକାଟୁ,୨୯।୭(ଡି.ଏନ୍‌.ଏ.)- କୋଭିଡ୍‌ ନିୟମ ଉଲ୍ଲଂଘନ କରି ହିଞ୍ଜିଳିକାଟୁ ଥାନା ତଥା ପୁରୁଷୋତ୍ତମପୁର ବ୍ଲକ ଅନ୍ତରିଗଁ।ରେ ରବିବାର ଏକ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟନ ହୋଇଥିଲା। ଏଥିରେ ସ୍ଥାନୀୟ ସରପଞ୍ଚ ରମେଶ ବେହେରା ଯୋଗ ଦେଇଥିବାର ଏକ ଫଟୋ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି। ଖବର ପାଇ ସୋମବାର ପୁରୁଷୋତ୍ତମପୁର ତହସିଲଦାର ଗ୍ରାମରେ ପହଞ୍ଚତ୍ ଟୁର୍ନାମେଣ୍ଟ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାରେ ସଂକ୍ରମଣ ବଢୁଥିବାରୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ତାସ, କ୍ରିକେଟ ଓ ଭଲିବଲ ଖେଳୁଥିବା ନେଇ ଧରାପଡିଲେ ମାମଲା ରୁଜୁ ସହ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପୋଲସରା ବ୍ଲକ ଜା.ଡ଼େଙ୍ଗାପଦର ନାଏବ ସରପଞ୍ଚ ମନ୍ଦିର ପ୍ରତିଷ୍ଠା କରିଥିବା ଭିଡ଼ିଓ ଭାଇରାଲ ପରେ ଗିରଫ ହେବା ସହ ରାଜ୍ୟ ସରକାର ନିଲମ୍ବନ କରିଥିଲେ। ଏହା ସତ୍ତ୍ୱେ ସରପଞ୍ଚ ଏପରି କାର୍ଯ୍ୟକ୍ରମରେ ଯୋଗଦେବା ଚିନ୍ତା ବଢାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri