ସରପଞ୍ଚ ପ୍ରାର୍ଥୀଙ୍କୁ ଅପହରଣ ଅଭିଯୋଗ

ଛେଣ୍ଡିପଦା,୯ା୨(ସ୍ବ.ପ୍ର.):ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ମନୋଜ କୁମାର ସେଠୀଙ୍କୁ ଅପହରଣ କରାଯାଇଥିବା ନେଇ ମଙ୍ଗଳବାର ରାତି ୯ଟାରେ ତାଙ୍କ ପରିବାର ଓ ସମର୍ଥକଙ୍କ ପକ୍ଷରୁ ଛେଣ୍ଡିପଦା ଥାନାରେ ଅଭିଯୋଗ କରାଯାଇଛି। ମାଛକୁଟା ପଞ୍ଚାୟତର ସରପଞ୍ଚ ପଦବୀ ପାଇଁ ୬ଜଣ ପ୍ରାର୍ଥୀ ରହିଛନ୍ତି। ପ୍ରାର୍ଥୀ ମନୋଜ ସଂଧ୍ୟା ୫ଟା ବେଳେ ପ୍ରଚାର ପାଇଁ ଘରୁ ବାହାରିଥିଲେ ହେଁ ରାତି ପର୍ଯ୍ୟନ୍ତ ତାଙ୍କ ଖୋଜଖବର ମିଳି ନ ଥିଲା। ନିର୍ବାଚନ ନ ଲଢ଼ିବାକୁ ପୂର୍ବରୁ ତାଙ୍କୁ ଧମକ ମିଳୁଥିବାରୁ ଅପହରଣ କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାମେନେଇଙ୍କ ମୃତ୍ୟୁ ପରେ ଟ୍ରମ୍ପଙ୍କୁ ବଡ଼ ଅଫର୍‌ ଦେଲା ଇରାନ? ଚମକାଇଲା…

ତେହରାନ,୨୬।୩: ଆଜି ମଧ୍ୟପ୍ରାଚ୍ୟରେ ସଂଘର୍ଷର ୨୭ତମ ଦିନ। ଇରାନର ସର୍ୱୋଚ୍ଚ ନେତା ଖାମେନେଇଙ୍କ ସମେତ ଅନେକ ବରିଷ୍ଠ ନେତାଙ୍କ ହତ୍ୟା ପରେ ମଧ୍ୟ, ଇରାନ ଆମେରିକା ଏବଂ…

ପ୍ରଥମେ ସହରରେ ଏଲପିଜି ଗ୍ୟାସ ସିଲିଣ୍ଡର ମିଳିବ ନା ଗାଁରେ, ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬।୩: ଆଜିକାଲି ଲୋକଙ୍କ ମନରେ ଏକ ପ୍ରମୁଖ ପ୍ରଶ୍ନ ହେଉଛି ଯେ ସେମାନେ ପ୍ରଥମେ ସହରରେ ପ୍ରଥମେ ସିଲିଣ୍ଡର ପାଇବେ ନା ଗ୍ରାମାଞ୍ଚଳରେ। ବର୍ଦ୍ଧିତ ଚାହିଦା ଏବଂ…

ଯୁବକଙ୍କ ପାଇଁ ନାକେଦମ ହେଲାଣି ପୋଲିସ-ଦମକଳ ବାହିନୀ: ଟାଓ୍ବାର ଉପରକୁ ଚଢିଯିବାରୁ…

ମୋରଡା,୨୬।୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବକଙ୍କ ପାଇଁ ପୋଲିସ ଓ଼ ଦମକଳ ବାହିନୀକୁ ନାକେଦମ…

ପୁଣିଥରେ ହେବ କି ୱାର୍କ ଫ୍ରମ୍ ହୋମ୍ ଏବଂ ସ୍କୁଲ ସଟ୍ ଡାଉନ? ଏପରି କିଛି କହିଦେଲେ ବିଶେଷଜ୍ଞ, ସମସ୍ତେ କାବା..

ନୂଆଦିଲ୍ଲୀ,୨୬।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ସାଧାରଣ ଲୋକଙ୍କ ଜୀବନକୁ ପ୍ରଭାବିତ କରୁଛି। ଏହା ବିଶ୍ୱର ଶକ୍ତି ଯୋଗାଣ ଏବଂ ଇନ୍ଧନ…

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଜଗିବେ ୧୬ ପ୍ଲାଟୁନ ପୋଲିସ ଫୋର୍ସ

ପୁରୁଣା ଭୁବନେଶ୍ୱର,୨୬ା୩(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଗୁରୁବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଏସଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୫ଟି ସ୍ଥାନରେ ଚାଲିଛି ତନାଘନା

ଭଞ୍ଜନଗର,୨୬୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ଭାରତ ସମେତ ଏହି ୫ଦେଶକୁ ଇରାନ କହିଲା ଭଲ ବନ୍ଧୁ, ଯୁଦ୍ଧ ଭିତରେ କରିଦେଲା ବଡ଼ ଘୋଷଣା, ଟ୍ରମ୍ପ ଶୁଣି ଛାନିଆ!

ତେହରାନ,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦର ୨୭ତମ ଦିନରେ, ଇରାନ ଏକ ଆଶ୍ୱସ୍ତିକର ଖବର ଦେଇଛି। ଇରାନର ଉପ-ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ଘୋଷଣା କରିଛନ୍ତି ଯେ ଭାରତ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri