ସରପଞ୍ଚ ପ୍ରାର୍ଥୀଙ୍କୁ ଅପହରଣ ଅଭିଯୋଗ

ଛେଣ୍ଡିପଦା,୯ା୨(ସ୍ବ.ପ୍ର.):ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ମନୋଜ କୁମାର ସେଠୀଙ୍କୁ ଅପହରଣ କରାଯାଇଥିବା ନେଇ ମଙ୍ଗଳବାର ରାତି ୯ଟାରେ ତାଙ୍କ ପରିବାର ଓ ସମର୍ଥକଙ୍କ ପକ୍ଷରୁ ଛେଣ୍ଡିପଦା ଥାନାରେ ଅଭିଯୋଗ କରାଯାଇଛି। ମାଛକୁଟା ପଞ୍ଚାୟତର ସରପଞ୍ଚ ପଦବୀ ପାଇଁ ୬ଜଣ ପ୍ରାର୍ଥୀ ରହିଛନ୍ତି। ପ୍ରାର୍ଥୀ ମନୋଜ ସଂଧ୍ୟା ୫ଟା ବେଳେ ପ୍ରଚାର ପାଇଁ ଘରୁ ବାହାରିଥିଲେ ହେଁ ରାତି ପର୍ଯ୍ୟନ୍ତ ତାଙ୍କ ଖୋଜଖବର ମିଳି ନ ଥିଲା। ନିର୍ବାଚନ ନ ଲଢ଼ିବାକୁ ପୂର୍ବରୁ ତାଙ୍କୁ ଧମକ ମିଳୁଥିବାରୁ ଅପହରଣ କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri