ବି କରଡାବାଡି ପଞ୍ଚାୟତକୁ ନିଷିଦ୍ଧାଞ୍ଚଳ ଘୋଷଣା କଲେ ସରପଞ୍ଚ

ବୁଗୁଡା,(ଡି.ଏନ.ଏ)-ବୁଗୁଡା ବ୍ଳକ ଅନ୍ତର୍ଗତ ବି କରଡାବାଡି ପଞ୍ଚାୟତ କୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ନିଷିଦ୍ଧାଞ୍ଚଳ ଘୋଷଣା କରିଛନ୍ତି ସରପଞ୍ଚ। ଉକ୍ତ ପଞ୍ଚାୟତ ର ଆଖପାଖ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଯୋଗୁ ଜିଲାପାଳ କ୍ଷମତା ପ୍ରଯୋଗ କରି ସରପଞ୍ଚ  ସୁବାସିନୀ ନାୟକ ଏହି ନିଷ୍ପତି ନେଇଛନ୍ତି। ଜରୁରୀ  ନ ଥିଲେ କୌଣସି ବ୍ୟକ୍ତି ଘରୁ ବାହାରକୁ ନ ବାହାରିବା ପାଇଁ ସୂଚନା ଦିଆଯାଇଛି। ଏହାକୁ ଅବମାନନା କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସରପଞ୍ଚ ବିଡିଓ ତନ୍ମୟ ପାତ୍ର  ଏବଂ ତହସିଲଦାର ସଂଗ୍ରାମ କେଶରୀ ଜେନାଙ୍କ ସହ ଆଲୋଚନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri