ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ସରପଞ୍ଚ

କୁଜଙ୍ଗ, ୪।୯(ମନୋଜ ପ୍ରଧାନ): ପାରାଦୀପ ଗଡପଞ୍ଚାୟତର ମୋ ସେବା କେନ୍ଦ୍ରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ପାରାଦୀପଗଡ଼ ଗ୍ରାମ ପଞ୍ଚାୟତ ସରପଞ୍ଚ ସସ୍ମିତା ବେହେରା ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ପଞ୍ଚାୟତରେ ଏହି ଯୋଜନାର ଶୁଭାରମ୍ଭ କରିଥିଲେ। ସରକାରଙ୍କ ନିୟମାବଳୀ ଅନୁସାରେ ପଞ୍ଚାୟତରେ ଥିବା ସମସ୍ତ ହିତାଧିକାରୀମାନଙ୍କୁ ବିନା ଶୁଳ୍କରେ ଉକ୍ତ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ ବୋଲି ସରପଞ୍ଚ ବେହେରା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri