ପଞ୍ଚାୟତରେ ସରପଞ୍ଚଙ୍କୁ ତାଲା

କେନ୍ଦୁଝର,୧୫।୮(ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନରେ ଅନିୟମିତତା ନେଇ କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଧୀନ ସିରିଗିଡ଼ା ପଞ୍ଚାୟତରେ ରବିବାର ଉତ୍ତେଜନା ପ୍ରକାଶ ପାଇଛି। ସ୍ବାଧୀନତା ଦିବସ ପାଳନ ଅବସରରେ ପତାକା ଉତ୍ତୋଳନ ପାଇଁ ଆସିଥିବା ସରପଞ୍ଚଙ୍କୁ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଦେଇଥିଲେ ଲୋକେ। ପରେ ସେମାନେ କାର୍ଯ୍ୟାଳୟ ଆଗରେ ନାରାବାଜି କରି ପ୍ରତିବାଦ ଜଣାଇଥିଲେ।

ଅନିୟମିତତା ନେଇ କିଛିଦିନ ପୂର୍ବରୁ ସିରିଗିଡ଼ା ପଞ୍ଚାୟତର ଗରିବ ହିତାଧିକାରୀମାନେ ଜିଲା ପ୍ରଶାସନ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ଅଦ୍ୟାବଧି କୌଣସି ପଦକ୍ଷେପ ନିଆଯାଇ ନ ଥିବା ସେମାନେ ପ୍ରକାଶ କରିଛନ୍ତି। ସ୍ବାଧୀନତା ଦିବସରେ ପଞ୍ଚାୟତ କାର୍ଯ୍ୟାଳୟରେ ସପରଞ୍ଚ ଓ ଅଧିକାରୀ ସମସ୍ତେ ଉପସ୍ଥିତ ରହିଥିବା ଜାଣି ହିତାଧିକାରୀମାନେ ଆସି ପହଞ୍ଚିଥିଲେ। ସମସ୍ୟା ଜଣାଇବା ସମୟରେ ଅଧିକାରୀ ଜଣଙ୍କ ସେମାନଙ୍କୁ ଧକ୍କା ଦେଇ ସେଠାରୁ ପଳାଇଥିଲେ। ଫଳରେ ଲୋକେ ଉତ୍ତ୍ୟକ୍ତ ହୋଇ ସମସ୍ୟାର ସମାଧାନ ଲାଗି ସରପଞ୍ଚଙ୍କୁ କାର୍ଯ୍ୟାଳୟରେ ତାଲା ପକାଇ ଅନଶନରେ ବସିଥିବା ପ୍ରକାଶ କରିଥିଲେ। ଅନ୍ୟପକ୍ଷେ ଅନିୟମିତତାରେ ତାଙ୍କର କୌଣସି ଭୂମିକା ନ ଥିବା ସରପଞ୍ଚ କହିଥିଲେ। ୩ ଦିନ ମଧ୍ୟରେ ସମାଧାନ ପ୍ରତିଶ୍ରୁତି ମିଳିବା ପରେ ପୋଲିସ ଉପସ୍ଥିତିରେ ଲୋକେ ତାଲା ଖୋଲିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri