କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ମାତ୍ର କିଛି ଦୂର ଜଙ୍ଗଲ ମଧ୍ୟରୁ ଚାରୋଟି କୁକୁର ଏକ ହରିଣକୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡିଆ କରୁଥିଲେ । ଏହା ଦେଖିବା ପରେ ସେଠାରେ ଉପସ୍ଥିତ ଥିବା ସରପଞ୍ଚ ପ୍ରତିନିଧି ସୁଦାମ ବେହେରା ଆହତ ହରିଣକୁ ଉଦ୍ଧାର କରି ନିକଟସ୍ଥ ପ୍ରାଣୀଧନ ଚିକିତ୍ସା କେନ୍ଦ୍ରକୁ ଚିକିତ୍ସା କରିବାକୁ ନେଇଥିଲେ ।

ସେଠାରେ ସାମାନ୍ୟ ହରିଣଟି ସୁସ୍ଥ ହେବା ପରେ ବନବିଭାଗକୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି । ବର୍ତ୍ତମାନ ସମୟରେ ଚାରିଆଡେ ଜଙ୍ଗଲ କାଟି ପଦା କରି ଦିଆଯାଇଛି । ସେହି ସ୍ଥାନରେ ବିଭିନ୍ନ କଳକାରଖାନା ନିର୍ମାଣ କରାଯାଉଛି । ଇଟା ଭାଟି, ପଥର କୁଆଁରରୁ ଉଚ୍ଚ ଶବ୍ଦ ଯୋଗୁଁ ବିଭିନ୍ନ ସମୟରେ ପଶୁ ଜନ୍ତୁ ଜନବସତି ଅଞ୍ଚଳକୁ ଚାଲି ଆସୁଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri