କରୋନା ଆକ୍ରାନ୍ତ ଥିବା ସୋସିଆଲ ମିଡିଆରେ ପୋଷ୍ଟ କରି ଜଣାଇଲେ ସରପଞ୍ଚ: ଗୋଟିଏ ଦିନ ପୂର୍ବରୁ ଉପସ୍ଥିତ ଥିଲେ ରକ୍ତଦାନ ଶିବିରରେ

କୋରୁକୋଣ୍ଡା,୧୧।୮(ଡି.ଏନ୍‌.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ପଞ୍ଚାୟତ ସରପଞ୍ଚ ବଂଶୀଧର ମୁଦୁଲି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ସେ ନିଜେ ସୋସିଆଲ ମିଡିଆ (ଫେସ୍‌ବୁକ୍‌) ପୋଷ୍ଟ କର ଜଣାଇଛନ୍ତି॥ ଏହା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସଙ୍ଗରୋଧରେ ରହିବା ନିମନ୍ତେ ଅନୁରୋଧ କରିଛନ୍ତି। କରୋନା ଟେଷ୍ଟ କରି ନିଜେ ସୁରକ୍ଷିତ ରହିବା ସହ ନିଜ ପରିବାର ଓ ସମାଜକୁ ସୁସ୍ଥ ରଖନ୍ତୁ ବୋଲି ସେ କହିଛନ୍ତି। ତେବେ ବଂଶୀଧର ବର୍ତ୍ତମାନ ହୋମ ଆଇସୋଲଶନରେ ଥିବା ଜଣାଇଛି।
ସୋମବାର ପଞ୍ଚାୟତରେୟ ଆୟୋଜିତ ରକ୍ତ ଦାନ ଶିବିରରେ ଉପସ୍ଥିତ ଥିବାରୁ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ଚିହ୍ନଟ କରିବାକୁ ଜନସାଧାରଣ ପ୍ରଶାସନ ନିକଟରେ ଦାବି କରିଛନ୍ତି ।

https://m.facebook.com/story.php?story_fbid=1689465457870068&id=100004198898395


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri