ଦୁର୍ଗମ ପଞ୍ଚାୟତର ମାଳମାଳ ଅଭିଯୋଗ ନେଇ ଆଗେଇ ଆସିଲେ ସରପଞ୍ଚ-ସମିତି ସଭ୍ୟ, ଜିଲାପାଳଙ୍କୁ କହି…

ଦାରିଙ୍ଗବାଡ଼ି,୧୩ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ୨୫ଟି ପଞ୍ଚାୟତକୁ ନେଇ ଗଠିତ। ୨୦୧୧ ଜନଗଣନା ରିପୋର୍ଟ ଅନୁଯାୟୀ, ୧ ଲକ୍ଷ ୧୦ ହଜାର ଜନସଂଖ୍ୟା ରହିଛନ୍ତି। ତେବେ ଜନସଂଖ୍ୟା ତୁଳନାରେ ଅଞ୍ଚଳରେ ଲୋକଙ୍କୁ ଆବଶ୍ୟକ ମୌଳିକ ସୁବିଧା ମିଳୁ ନ ଥିବା ନେଇ ବିଭିନ୍ନ ପଞ୍ଚାୟତର ଲୋକପ୍ରତିନିଧିମାନେ ଅଭିଯୋଗ କରିଛନ୍ତି।

ସୋମବାର ଜିଲାପାଳଙ୍କ ଦାରିଙ୍ଗବାଡ଼ିଠାରେ ଅଭିଯୋଗ ଶୁଣାଣିରେ ଉକ୍ତ ବ୍ଲକର ପ୍ରାୟ ୯୦ ପ୍ରତିଶତ ସରପଞ୍ଚ, ସମିତିସଭ୍ୟ, ଓ୍ବାର୍ଡ ସଭ୍ୟ ପ୍ରମୁଖ ଅଭିଯୋଗ କରିବାକୁ ଆସିଥିବାରୁ ଏହା ସ୍ପଷ୍ଟ ଜଣାପଡୁଛି। କେଉଁଠି ନା କେଉଁଠି ଲୋକଙ୍କ ନିକଟରେ ସ୍ବାସ୍ଥ୍ୟସେବା ସମେତ ମୋବାଇଲ ନେଟ୍‌ଓ୍ବର୍କ, ଗମନାଗମନ, ପିଇବା ପାଣି, ଡାକ୍ତର ପଦବୀ ଖାଲି, ଜମି ବିବାଦ ଭଳି ବହୁ ସମସ୍ୟା ନେଇ ଲୋକ ପ୍ରତିନିଧିମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ବୁଡ଼ାଗୁଡା ସମେତ ତିଲୋରୀ, ପ୍ଳିହେରୀ, ଦାରିଙ୍ଗବାଡ଼ି ସିମନବାଡ଼ି, କାଟିଙ୍ଗିଆ, ଗଦାପୁର, ଝିଞ୍ଜିରୀଗଡ଼ା, ହାତୀମୁଣ୍ଡା, ତାଜୁଙ୍ଗିଆ, ସରାମୁଳି ଆଦି ଦୁର୍ଗମ ପଞ୍ଚାୟତରୁ ଅଧିକାଂଶ ଉପରୋକ୍ତ ସମସ୍ୟା ନେଇ ଅଭିଯୋଗ ହୋଇଛି। ଏହି ସବୁର ସରଳ ସମାଧାନ କରିବାରେ ନୂତନ ଜିଲାପାଳ ବେଦଭୂଷଣ ବଡ଼ ପଦକ୍ଷେପ ନେବେ ବୋଲି ସମସ୍ତଙ୍କ ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri