ଦେଓଗାଁ ସମିତି ବୈଠକରେ ହଟ୍ଟଗୋଳ: ବର୍ଜନ କଲେ ସରପଞ୍ଚ ସଂଘ

ଦେଓଗାଁ,୨।୫(କୃଷ୍ଣ ପ୍ରସାଦ ପାଣିଗ୍ରାହୀ):ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ଶୁକ୍ରବାର ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସରପଞ୍ଚ ମାନେ ଅଣଦେଖା କରାଯାଉଥିବା ଅଭିଯୋଗ ଉଠାଇଥିଲେ। ସରପଞ୍ଚ ସଂଘ ସଭାପତି ଗୋପାଳ ଚନ୍ଦ୍ର ମିଶ୍ର ବୈଠକରେ ସରପଞ୍ଚ ମାନଙ୍କ ଦ୍ୱାରା ପ୍ରସ୍ତାବିତ ପ୍ରକଳ୍ପ ଗୁଡିକୁ ବ୍ଲକରେ ଅନୁମୋଦନ କରାଯାଉ ନାହିଁ ବୋଲି ଅଭିଯୋଗ ଉଠାଇବା ପରେ ଅଧ୍ୟକ୍ଷଙ୍କ ସହ କଥା କଟାକଟି ହୋଇଥିଲା। ପରେ ବୈଠକରେ ଉପସ୍ଥିତ ୧୫ ଜଣ ସରପଞ୍ଚ ଓ ୧୨ ଜଣ ସମିତି ସଭ୍ୟାସଭ୍ୟ ଅସନ୍ତୋଷ ବ୍ୟକ୍ତକରି ବୈଠକକୁ ବର୍ଜନ କରି ଚାଲିଯାଇଥିଲେ। ଏଣୁ କିଛି ସମୟ ପର୍ଯ୍ୟନ୍ତ ଉତ୍ତେଜନା ଦେଖା ଦେଇଥିଲା। ଏଁ ସମ୍ପର୍କରେ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀଙ୍କୁ ପଚାରିବାରୁ ବୈଠକକୁ ବର୍ଜନ କରିଥିବା ସରପଞ୍ଚ ଓ ସମିତି ସଭ୍ୟ ମାନଙ୍କର ପୂର୍ବରୁ ଏହା ଯୋଜନା ରହିଥିଲା । ଏଣୁ ବୈଠକ ଆରମ୍ଭରୁ ଅଣଦେଖା କରୁଥିବା ଅଭିଯୋଗ କରି ଚାଲିଯାଇଥିଲେ। କିନ୍ତୁ ପଞ୍ଚାୟତ ସମିତି ତରଫରୁ ଏଜେଣ୍ଡା ଅନୁଯାୟୀ ଆଲୋଚନା କରିବା ପାଇଁ ପ୍ରସ୍ତୁତ ଥିଲୁ। କିନ୍ତୁ ବ୍ୟକ୍ତିଗତ ସ୍ବାର୍ଥ ପାଇଁ କିଛି ଜନ ପ୍ରତିନିଧି ଗୃହରୁ ଚାଲିଯିବା ଦୁଃଖର ବିଷୟ, ଯେହେତୁ ବୈଠକରେ ୨୧ ଜଣ ସଭ୍ୟାସଭ୍ୟ ଉପସ୍ଥିତ ରହି କୋରମ ହେବାରୁ ସମିତି ହେବା ସହଖସଡ଼ା ଅନୁଯାୟୀ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?