ଗ୍ରାମବାସୀଙ୍କୁ ନ ଜଣାଇ ପଲ୍ଲୀସଭା ଡାକିଥିଲେ ସରପଞ୍ଚ: ପ୍ରତିବାଦ କରିବାରୁ ପକାଇଲେ ଚାପୁଡାଏ

ଚିତ୍ରଡ଼ା,୨୯।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲାର ମୋରଡା ବ୍ଲକ ଅଧୀନ ବରକନ୍ଦ ପଞ୍ଚାୟତର ଝିଙ୍କିରିଆ ଉଚ୍ଚ ବିଦ୍ୟାଳୟରେ ପଞ୍ଚାୟତର ସରପଞ୍ଚ ଏବଂ ପିଇଓ ପଲ୍ଲୀସଭା କରୁଥିବା ବେଳେ ତାଙ୍କୁ ଅଟକ ରଖାଯାଇଛି।
ସୂଚନାଯୋଗ୍ୟ, ସରପଞ୍ଚ ଓ ପିଓ ପଲ୍ଲୀସଭା ନେଇ ଗ୍ରାମବାସୀଙ୍କୁ ଅବଗତ ନ କରି ଅଳ୍ପ କେତେକ ଲୋକଙ୍କଙ୍କୁ ନେଇ ସଭା କରିଥିଲେ। ଏହା ଜାଣି ଗ୍ରାମବାସୀ ପୂର୍ବରୁ ଯେଉଁ ସ୍ଥାନରେ ପଲ୍ଲୀ ସଭା ହେଉଥିଲା ସେଠାରେ ନ ହୋଇ କାହିଁକି ସ୍କୁଲରେ କରାଗଲା ତାହା ପଚାରିଥିଲେ। ପରେ ସରପଞ୍ଚ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ପାଟି ହୋଇଥିଲା। ଘଟଣାସ୍ଥଳରେ ସରପଞ୍ଚ ଜଶୁଭେନ୍ଦୁ କୁମାର ବେହେରା ନାମକ ଜଣେ ବ୍ୟକ୍ତିଙ୍କୁ ଚାପଡ଼ା ମାରିଥିଲେ। ପରେ ଗ୍ରାମବାସୀ ତାଙ୍କୁ ସ୍କୁଲର ଗେଟ୍‌ ବନ୍ଦ କରି ରଖିଥିଲେ। ଖବର ପାଇ ମୋରଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଗ୍ରାମବାସୀ ମାନି ନ ଥିଲେ। ବିଡିିଓ ଘଟଣାସ୍ଥଳକୁ ଆସି ସରପଞ୍ଚଙ୍କର ଏହିଭଳି ବ୍ୟବହାର ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିବା ପରେ ସେମାନେ ସରପଞ୍ଚକୁ ଛାଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଟି ନ ଦେବାରୁ ଘରେ ପଶି ଦମ୍ପତିଙ୍କୁ ହାଣିବା ଘଟଣା: ଅଭିଯୋଗକାରୀଙ୍କୁ ଦୁର୍ବ୍ୟବହାର, କନ୍‌ଷ୍ଟେବଳ ନିଲମ୍ବିତ

ପୁରୀ ଅଫିସ, ୧୦ା୧୦: ଅଭିଯୋଗକାରୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗରେ ପୋଲିସ ହେଲ୍‌ପ ଲାଇନ୍‌ର କନ୍‌ଷ୍ଟେବଳ ସୁଶାନ୍ତ ଭୁଜବଳଙ୍କୁ ମଙ୍ଗଳବାର ଚାକିରିରୁ ନିଲମ୍ବିତ କରାଯାଇଛି। ଅଭିଯୋଗକାରୀଙ୍କ ଅଭିଯୋଗ...

ଦୌଡ଼ରେ ଗତିକୃଷ୍ଣ, ନାରାୟଣ

ବାଲେଶ୍ୱର ଅଫିସ, ୩ା୩: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ବାଲେଶ୍ୱର ଜିଲାରେ ଏକକ ସଂଖ୍ୟାଗରିଷ୍ଠତା ହାସଲ କରିଥିବା ବେଳେ ଆଗାମୀ ୧୪ତାରିଖରେ ହେବାକୁ ଥିବା ଜିଲାପରିଷଦ ଅଧ୍ୟକ୍ଷ...

କଂଗ୍ରେସରୁ ବହିଷ୍କାର ପରେ ବିଜେଡିରେ ଯୋଗଦେଲେ

ଝାରସୁଗୁଡ଼ା ଅଫିସ,୪।୩: ଦଳ ବିରୋଧୀ କାର୍ଯ୍ୟ ପାଇଁ ଝାରସୁଗୁଡ଼ା ଜିଲା ଛାତ୍ର କଂଗ୍ରେସ(ଏନ୍‌ଏସ୍‌ୟୁଆଇ) ସଭାପତି ନବନିତ୍‌ କୌରଙ୍କୁ ଗୁରୁବାର ଦଳରୁ ବହିଷ୍କାର କରାଯାଇଛି। ଏନେଇ ଏନ୍‌ଏସୟୁଆଇ...

ପଥର ଟ୍ରକ୍‌ ଧରିବାକୁ ଯାଇ ତହସିଲଦାର ହଟହଟା

କଣାସ,୮।୧୧(ସ୍ବ.ପ୍ର.)- ପୁରୀ ଜିଲା କଣାସ ତହସିଲଦାର ଶୁକ୍ରବାର ଏକ ପଥର ବୋଝେଇ ଟ୍ରକ୍‌କୁ ଧରିବାକୁ ଯାଇ ହଟହଟା ହୋଇଛନ୍ତି। ଅପରପକ୍ଷେ ତହସିଲଦାର ଏ ନେଇ ଥାନାରେ...

ଜାଲ ବୁଣି ସମୟ କାଟୁଛନ୍ତି ସମାରୁ

ସମ୍ବଲପୁର,୨୨ା୪(ବ୍ୟୁରୋ)-ମହାମାରୀ କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି । ଏପ୍ରିଲ ୨୦ରୁ କଟକଣା କିଛିମାତ୍ରାରେ କୋହଳ କରାଯାଇଛି । ଲକ୍‌ଡାଉନର ସୁଯୋଗ ନେଇ...

ସିଏମ୍‌ସି ମନା କଲା ‘ଶବ ଛୁଇଁବୁନି’: ମୃତ୍ୟୁ ପରେ ଲାଗିଲା ହୋମ୍‌ କ୍ବାରାଣ୍ଟାଇନ ଷ୍ଟିକର

କଟକ ଅଫିସ,୧୭ା୬: ମହାନଦୀ ବିହାରରେ ମଙ୍ଗଳବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ବୃଦ୍ଧଙ୍କ ମୃତଦେହ ୮ ଘଣ୍ଟା ପଡ଼ି ରହିବା ପରେ ଆମ୍ବୁଲାନ୍ସ...

ଏଥର ବି ରଜ ଫିକା

କେନ୍ଦୁଝର, ୧୪।୬ (ସ୍ବ.ପ୍ର.): କରୋନା କଟକଣା ପାଇଁ ଚଳିତବର୍ଷ କେନ୍ଦୁଝର ଜିଲାର ପ୍ରମୁଖ ଗଣପର୍ବ ରଜ ମହୋତ୍ସବ ଫିକା ପଡ଼ିଯାଇଛି । ଏହି ଉତ୍ସବ ପାଳନ...

ରାଉରକେଲାରେ ବନ୍ଦ ପ୍ରଭାବ: ଗାଡି ଚଳାଚଳ ସମ୍ପୂର୍ଣ୍ଣ ଠପ୍‌

ରାଉରକେଲା ଅଫିସ, ୮।୧: ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦ...

Advertisement
Archives

Model This Week