ପାଳନ କରିବେ ନାହିଁ ଗାନ୍ଧୀ ଜୟନ୍ତୀ

ଭଣ୍ଡାରିପୋଖରୀ,୧।୧୦(ରବିନାରାୟଣ ଖିଲାର): ଗାନ୍ଧୀ ଜୟନ୍ତୀ ପାଳନ କରିବେ ନାହିଁ ବୋଲି ସରପଞ୍ଚ ସଂଘ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏହି ପରିପ୍ରେକ୍ଷୀରେ ଭଣ୍ଡାରିପୋଖରୀ ବ୍ଲକ ସରପଞ୍ଚ ସଂଘ ପକ୍ଷରୁ ଏନେଇ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି।

ସଂଘ ସଭାପତି ସରପଞ୍ଚ ଅମୂଲ୍ୟ ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ସମ୍ପାଦିକା ଦେବଦାସୀ ଜେନା, ସରପଞ୍ଚ ଅକ୍ଷୟ ତ୍ରିପାଠୀ, ପୂର୍ଣ୍ଣଚନ୍ଦ୍ର ମାଝୀ, ସତ୍ୟବ୍ରତ ପାଲ, ମୀନତି ସାହୁ, ବର୍ଷାରାଣୀ ଜେନା ପ୍ରମୁଖ ଉପସ୍ଥିତ ରହି ରବିବାରଠାରୁ ସେମାନେ କୌଣସି ସରକାରୀ କାର୍ଯ୍ୟକ୍ରମରେ ଭାଗନେବେ ନାହିଁ ବୋଲି କହିଥିଲେ।

ଏପରିକି ପଞ୍ଚାୟତରେ ଅର୍ଥନୈତିକ କାରବାରକୁ ସ୍ଥାଣୁ କରିବା ପାଇଁ ଡିଜିଟାଲ ଦସ୍ତଖତକୁ ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ମୋଟାମୋଟି ଭାବେ ବ୍ଲକ ଅଧୀନ ୨୩ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପଡ଼ିବା ଭଳି ଅବସ୍ଥା ଉପୁଜିଛି। ସରପଞ୍ଚ ରଞ୍ଜନ ପରିଡ଼ା, ସୁବାଶିନୀ ନାୟକ, ମୀନତି ପରିଡ଼ା, ସୁଜାତା ସାହୁ, ମଧୁସ୍ମିତା ସାହୁ, ବିଶ୍ୱନାଥ ସାହୁ, ସସ୍ମିତା ସେଠୀ ପ୍ରମୁଖ ରାଜ୍ୟ ସଂଘ ନିଷ୍ପତ୍ତି ଅନୁଯାୟୀ ସେମାନେ ଆନ୍ଦୋଳନକୁ ତୀବ୍ରତର କରିବେ ବୋଲି ଜଣାଇଥିଲେ। ବୈଠକ ଶେଷରେ ସରପଞ୍ଚମାନେ ବିଡିଓଙ୍କୁ ସାକ୍ଷାତ କରି ଦାବି ପୂରଣ ବାବଦରେ ଆଲୋଚନା କରିବା ସହ ପଞ୍ଚାୟତଗୁଡ଼ିକରେ ଅଚଳାବସ୍ଥାକୁ ନେଇ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?