ବିକାଶ ବାହାନ ରଥକୁ ସ୍ବାଗତ କଲେ ସରପଞ୍ଚ

ତୁମୁଡ଼ିବନ୍ଧ,୧୬।୬(ଦୀପକ କୁମାର ପରାସେଠ): ବର୍ଷ ଏକ ଉପଲବ୍ଧି ଅନେକ ବାର୍ତ୍ତା ନେଇ ବିକାଶ ବାହନ ସଚେତନ ରଥ କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଳକ ତୁମଡ଼ିବନ୍ଧ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ପହଞ୍ଚିଛି। ଏହି ଅବସରରେ ରଥକୁ ସରପଞ୍ଚ ପ୍ରିୟଙ୍କା ପଡରା, ପଞ୍ଚାୟତ ନିର୍ବାହୀ ଅଧିକାରୀ ବିଘନେଶ୍ବର ଦିଗାଳ, ଏମ୍‌ବିକେ ତପଇ ମଣ୍ଡଳ, ସିଆରପିସିଏମ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଶୁଭ କଳସ, ଧୂପ ଦୀପ ଜାଳି ନଡ଼ିଆ ଭାଙ୍ଗି ସ୍ବାଗତ କରିଥିଲେ।

ପରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ସଭାରେ ଅଧିକାରୀମାନେ ମୋହନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲବ୍ଧି ସହ ବିଭିନ୍ନ ଯୋଜନା ଉପରେ ଲୋକଙ୍କୁ ବୁଝାଇ ଥିଲେ। ଏହି ଅବସରରେ ନୂତନ ହିତାଧିକାରୀଙ୍କୁ ଭାବେ ଭତ୍ତା, ମହିଳାମାନଙ୍କୁ ମନରେଗାର ଜବ୍‌ କାର୍ଡ଼, ଗାଁସାଥୀମାନଙ୍କୁ ନୂତନ ପ୍ରକଳ୍ପର କାର୍ଯ୍ୟା ଦେଶମୟ ପ୍ରଦାନ କରାଯାଇଥିଲା। ଏବପରିକି ବନବିଭାଗ ପକ୍ଷରୁ ଫରେଷ୍ଟର ଦେବାଶିଷ ଚୌଧୁରୀ ଏବଂ ବନ କର୍ମଚାରୀଙ୍କ ଦ୍ୱାରା ଲୋକଙ୍କୁ ଚାରା ବଣ୍ଟନ କରାଯାଇଥିଲା।

କାର୍ଯ୍ୟକ୍ରମରେ ନୋଡ଼ାଲ ଅଧିକାରୀ ତୁମୁଡିବନ୍ଧ ବ୍ଳକ ବିପିଏମ ଅକ୍ଷୟ କୁମାର ପ୍ରଧାନ, ବିଏଲ୍‌ସି ବାଦଲ କୁମାର ପ୍ରଧାନ, ଏଡିଓ ମହାନ୍ତି ପାଲଟା ସିଂଙ୍କ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri