ନୀଳାଚଳଙ୍କ ନିବେଦନ ପରେ ସରପଞ୍ଚଙ୍କ ତତ୍ପରତା, ଖୁବଶୀଘ୍ର ମିଳିବ…

ଗଞ୍ଜାମ,୬ା୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ୍ ମଲାଡ ପଞ୍ଚାୟତ ଅନ୍ତର୍ଗତ ଲୁଙ୍ଗୁରୀ ଗ୍ରାମର ନୀଳାଞ୍ଚଳ ରାସ୍ତା କଡ଼ରେ ଗୋଟିଏ ନଡ଼ିଆ ବାହୁଙ୍ଗା ଓ ଜରି ପାଲ ପକାଇ ବସବାସ କରୁଥିଲେ । ଏନେଇ ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଏହାପରେ ମଲାଡ଼ ସରପଞ୍ଚ ମମତା ବେହେରାଙ୍କ ସରପଞ୍ଚ ପ୍ରତିନିଧି ବ୍ଲକ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି । ଖୁବ ଶୀଘ୍ର ତାଙ୍କୁ ଘର ପାଇବା ବ୍ୟବସ୍ଥା କରାଯିବ ବୋଲି ସରପଞ୍ଚ ପ୍ରତିନିଧି ସୁଦାମ ବେହେରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

ନୀଳାଞ୍ଚଳଙ୍କ ପରିବାର କହିଲେ ସ୍ତ୍ରୀ ସ୍ୱାମୀ ଓ ଦୁଇ ଝିଅ ଏହି ରାସ୍ତା କଡ଼ରେ ସେମାନେ ତାଙ୍କର ପରିବାର ପ୍ରତିପୋଷଣ କରିବା ପାଇଁ ଦିନକୁ ଦୁଇ ଓଳା ଦୁଇ ମୁଠା ଖାଇବା ପାଇଁ ଜଳଖିଆ ଦୋକାନ କରି ନିଜ ପରିବାର ଗୁଜୁରାଣ ମେଣ୍ଟାଉଛନ୍ତି । ଆଜିର ଦିନରେ ଖାଲି ଖାଇବାକୁ ମିଳିଗଲେ ହେବ ନାହିଁ ରହିବା ପାଇଁ ଘର ଖଣ୍ଡେ ମିଳିଲେ ଭଲ ହୋଇଥାନ୍ତା ବୋଲି ନୀଳାଚଳ କୋହ ଭରା କଣ୍ଠ ରେ କହିଛନ୍ତି । ଖରା ହେଉ ବା ବର୍ଷା ହେଉ ହେଲେ ସେଇ ପାଲ କୁଡ଼ିଆ ତାଙ୍କର ଜୀବନ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି

ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri