ବିନିକାରେ ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା, ପୋଲିସ ତଦନ୍ତ ଆରମ୍ଭ

ବିନିକା,୧୧।୭: ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକର ଡୁଙ୍ଗୁରିପାଲି ଗଜବନ୍ଧ ପଞ୍ଚାୟତର ସରପଞ୍ଚଙ୍କ ସ୍ବାମୀଙ୍କୁ ଦୁର୍ବୃତ୍ତମାନେ ନିର୍ମମ ଭାବେ ହତ୍ୟା କରିଛନ୍ତି। ରାମପୁର ଥାନା ଅନ୍ତର୍ଗତ ପଣ୍ଡରାପାଲି ଗାଁ ନିକଟରେ ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସରପଞ୍ଚଙ୍କ ସ୍ବାମୀ ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ତାଙ୍କ ମୁଣ୍ଡକୁ ହାଣି ହତ୍ୟା କରିଛନ୍ତି।

ପୋଲିସ ସୂଚନା ଅନୁଯାୟୀ, ଏହି ହତ୍ୟାକାଣ୍ଡର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପହଞ୍ଚି ରାମପୁର ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି। ଘଟଣାର ବିସ୍ତୃତ ତଦନ୍ତ ପାଇଁ ଅଞ୍ଚଳରେ ଅତିରିକ୍ତ ପୋଲିସ ମୁତୟନ କରାଯାଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ସରପଞ୍ଚଙ୍କ ପରିବାର ଓ ଗ୍ରାମବାସୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ପୋଲିସ ଅଭିଯୁକ୍ତଙ୍କୁ ଚିହ୍ନଟ କରି କାରଣ ସ୍ପଷ୍ଟ କରିବା ପାଇଁ ତୀବ୍ର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଡବଲ୍‌ ବିଜୟ! EU ପରେ ଆମେରିକା ସହ…

ନୂଆଦିଲ୍ଲୀ,୨୯।୧: ଭାରତ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟ ଆଲୋଚନାରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ହୋଇଛି ଏବଂ ଖୁବ ଶୀଘ୍ର ଏକ ଚୁକ୍ତି ହୋଇପାରେ। ଭାରତ-ୟୁରୋପୀୟ ସଂଘ (EU)…

ରାମାୟଣରେ ସତୀ ସିଦ୍ଧାନ୍ତ

ରାମାୟଣର ଏକ ଓଡ଼ିଆ ସଂସ୍କରଣରେ ବର୍ଣ୍ଣନା କରାଯାଇଛି ଯେ, ଋଷି ଗୌତମ ତାଙ୍କ କନ୍ୟା ଅଞ୍ଜନି ଓ ଦୁଇ ପୁତ୍ରଙ୍କ ସହ ସମୁଦ୍ରକୂଳରେ ଚାଲୁଥିଲେ। ବାଲି ତାତି…

ନାରୀ ପାଇଁ ଭୋଟ ଅଧିକାର

ରାଣରୁ ଜଣାଯାଏ ମଦ୍ର ଦେଶର ନରପତି ଅଶ୍ୱପତି କନ୍ୟା ସନ୍ତାନଟିଏ ଲାଭକରିବା ଉଦ୍ଦେଶ୍ୟରେ ସହସ୍ରାଧିକ ଯଜ୍ଞ କରିଥିଲେ। ସେହିଭଳି ମିଥିଳାର ରାଜା ଜନକ ଏକଦା ଆକାଶରେ ସୁନ୍ଦରୀ…

ଆଖିବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା: ଖେଳିଗଲା ଶୋକର ଲହରୀ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କ ଗୁରୁବାର ଭୋରରୁ ପରଲୋକ…

୨୦୨୬ରେ ଅପ୍ରତ୍ୟାଶିତ ଧନ ପାଇବେ ୪ ରାଶି! ହେବେ କୋଟିପତି, ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ

ନୂଆ ବର୍ଷ ଆରମ୍ଭ ହେବା ପରେ ବୁଲଗେରିଆନ୍ ଭବିଷ୍ୟଜ୍ଞ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଭାଇରାଲ ହେଉଛି। ୨୦୨୫ ବର୍ଷ ପାଇଁ ସେ କରିଥିବା ଅନେକ ଭବିଷ୍ୟବାଣୀ ସତ୍ୟ…

ସାଇକେଲ୍‌କୁ ଧକ୍କା ଦେଇ ହଠାତ୍‌ ଜଳିଗଲା ବାଇକ୍‌: ଆଉ ତା’ପରେ…

ନୂଆପଡ଼ା, ୨୯ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଉଦ୍ୟାନବନ୍ଧ ନିକଟ ଖଇରଭାଡି ଛକ ଜାତୀୟ ରାଜପଥ ଉପରେ ବୁଧବାର ସାଇକେଲକୁ ଧକ୍କା ଦେଇ ଏକ ବାଇକ୍‌…

୨୦୨୭ରେ ୩ଲକ୍ଷ ଛୁଇଁବ ସୁନା, ବଡ଼ ଭବିଷ୍ୟବାଣୀ କରିଦେଲେ…

ନୂଆଦିଲ୍ଲୀ,୨୯।୧: ଯଦି ଆପଣ ଭାବୁଛନ୍ତି ଯେ ସୁନା ଏବଂ ରୂପା ମୂଲ୍ୟ ବର୍ତ୍ତମାନ ଆକାଶଛୁଆଁ ହେଉଛି, ତେବେ ଏକ କାନାଡିୟ ବ୍ୟାଙ୍କର ଏହି ନୂତନ ରିପୋର୍ଟ ଆପଣଙ୍କୁ…

ରାସ୍ତାରେ ଡ୍ରେନେଜ୍‌ ପାଣି, ବଢୁଛି ଅସନ୍ତୋଷ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ):ନୂତନ ଡ୍ରେନ ନିର୍ମାଣ, ରାସ୍ତା ପ୍ରଶସ୍ତୀକରଣ କରାଯାଇ ବରଗଡ଼ ସହର ବିକଶୀତ ହେଉଛି ବୋଲି କୁହାଯାଉଛି। ମାତ୍ର ସହର ମଧ୍ୟରେ ଏଭଳି ସମସ୍ୟା ରହିଛି, ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri