ପ୍ରବାସୀଙ୍କ ଅର୍ଥ ହଡ଼ପ କରି ବନ୍ଧାହେଲେ ସରପଞ୍ଚ, ପିଇଓଙ୍କ ସ୍ବାମୀ

ବାସୁଦେବପୁର/ପଦ୍ମପୁର,୨୮ା୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଶାଶୁଭୁଆଶୁଣି ପଞ୍ଚାୟତର ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ପ୍ରବାସୀଙ୍କୁ ରାଜ୍ୟ ସରକାର ପ୍ରଦାନ କରୁଥିବା ୨ ହଜାର ଟଙ୍କା ମଧ୍ୟରୁ ଶହେ ଟଙ୍କା କମ୍‌ କରି ୧୯ଶହ ଟଙ୍କା ଦେବା ଘଟଣାରେ ଚୂଡ଼ାମଣି ସାମୁଦ୍ରିକ ଥାନା ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ଦ୍ୱୟ ହେଲେ ସରପଞ୍ଚଙ୍କ ପ୍ରତିନିଧି ଶରତ ମଳିକ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ସ୍ବାମୀ ଚିନ୍ମୟ ପାଢ଼ୀ। ଏନେଇ ଥାନାରେ ଏକ ମାମଲା (ନଂ.୪୪/୨୦୨୦) ରୁଜୁ ହୋଇଛି। ଉଲ୍ଲେଖଯୋଗ୍ୟ ଯେ,ଏହି ଘଟଣାରେ ପୂର୍ବରୁ ସମ୍ପୃକ୍ତ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଚିନ୍ମୟୀ ପଣ୍ଡାଙ୍କୁ ନିଲମ୍ବନ କରାଯାଇଥିଲା। ଗିରଫ ଦୁଇ ବ୍ୟକ୍ତିଙ୍କ ଜାମିନ ମଞ୍ଜୁର ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚରମ୍ପାରେ ହେବ ଫ୍ଲାଏଓଭର ବ୍ରିଜ୍‌

ଭଦ୍ରକ ଅଫିସ, ୧୯।୫ – ଭଦ୍ରକ ଜିଲା ଚରମ୍ପାରେ ଫ୍ଲାଏଓଭର ବ୍ରିଜ୍‌ ନିର୍ମାଣ ହେବ। ଜାତୀୟ ରାଜପଥ ପ୍ରାଧିକରଣର କର୍ତ୍ତୃପକ୍ଷ ନିକଟରେ ଏନେଇ କ୍ଷେତ୍ର ପରିଦର୍ଶନ...

ଇଡ୍‌କୋର ଜମି ବ୍ୟାଙ୍କ ପାଇଁ ଜନଶୁଣାଣି

ପାରାଦୀପ,୩୦ା୧୨(ସ୍ବ.ପ୍ର.): ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲାର ୧୧୧ଟି ଗ୍ରାମ ସୀମାରେ ଓଡ଼ିଶା ଶିଳ୍ପ ଭିତ୍ତିଭୂମି ନିଗମ (ଇଡ୍‌କୋ) ୨୮୪.୧୫ ଲକ୍ଷ ବର୍ଗ ମିଟର ବା ୨୮,୪୧୪...

ସ୍ବାଭିମାନ ଅଞ୍ଚଳବାସୀଙ୍କୁ ମିଳିବ ମୋବାଇଲ

ଚିତ୍ରକୋଣ୍ଡା,୧୪।୧୧(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଆଦିବାସୀ ବହୁଳ ତଥା ମାଓବାଦୀ ପ୍ରବଣ ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳବାସୀଙ୍କୁ ପ୍ରଶାସନ ପକ୍ଷରୁ ମୋବାଇଲ ଯୋଗାଇ ଦିଆଯିବ। ଏ...

ରଶି ଲଗାଇ ଝୁଲିପଡ଼ିଲେ ମା’: ହାତ ଧରି ରାତିସାରା ଛିଡା ହୋଇଛି କଅଁଳ ଶିଶୁ

ଭବାନୀପାଟଣା,୬।୧୧(ସ୍ବ.ପ୍ର): କଅଁଳ ଶିଶୁର ବୟସ ମାତ୍ର ୨ ବର୍ଷ। ଦୁନିଆ କ’ଣ ଜାଣିବା ଆଗରୁ ତା’ ଆଗରେ ଅଜାଡ଼ି ହୋଇପଡ଼ିଛି ସବୁତକ ଦୁଃଖ। ନିଜର ବୋଲି...

ଆଇଆଇସିଙ୍କ ଥାର୍ଡ ଡିଗ୍ରୀ ଘଟଣା ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲା କୁଡୁମୀ ସେନା

ପାଟଣା,୨୦।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନାରେ ଜଣେ ଅଭିଯୁକ୍ତଙ୍କୁ ଥାନାଧିକାରୀ ଥାନା ଭିତରେ ଥାର୍ଡ ଡିଗ୍ରୀ କରୁଥିବାର ଭିଡିଓ ସୋମବାର ଭାଇରାଲ ହେବା ସହ ଜିଲାରେ ଚର୍ଚ୍ଚାର...

ବେଳାଭୂମିରେ ଗହଳି ମନା

ପୁରୀ ଅଫିସ,୧୬।୩: କରୋନାକୁ ନେଇ ବିଶ୍ୱବ୍ୟାପୀ ଭୟଙ୍କର ସ୍ଥିତି। ଦିନକୁ ଦିନ ଏହି ମାରାତ୍ମକ ଭୂତାଣୁ ନୂଆ ନୂଆ ଦେଶରେ ତା’ର ଉପସ୍ଥିତି ଜାହିର କରୁଛି।...

କ୍ୱାରାଣ୍ଟାଇନ୍‌ରେ ରହିଲେ ୨୧୭ ସୁରଟ ଫେରନ୍ତା, ଅନ୍ୟ କେହି କେନ୍ଦ୍ର ନିକଟକୁ ଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କହିଲେ ଜିଲାପାଳ

ଛତ୍ରପୁର,୩୦ା୪(ଡି.ଏନ୍‌.ଏ.): ସୁରଟରୁ ୪ଟି ବସ୍‌ ଯୋଗେ ୨୧୭ ପ୍ରବାସୀ ଓଡ଼ିଆ ବୁଧବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସମସ୍ତଙ୍କର ପ୍ରାଥମିକ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଇଥିବା...

ଜେଲ ଅନ୍ତେବାସୀଙ୍କୁ ପାଠ ପଢ଼ାଉଛନ୍ତି ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ, ୧୨ା୪:ଜେଲ ଭିତରେ ବନ୍ଦୀ ଅନ୍ତେବାସୀଙ୍କୁ ପାଠ ପଢ଼ାଇବା ଉପରେ ଗୁରୁତ୍ୱ ଦେଇଛନ୍ତି ବଲାଙ୍ଗୀର ଜିଲା କାରାଗାର କର୍ତ୍ତୃପକ୍ଷ। ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି...

Advertisement
Archives

Model This Week