‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପି.ଜଗଦୀଶ ଦୋରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣ ସଭାରେ ଦିଗପହଣ୍ଡି ବ୍ଲକ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ରସାନନ୍ଦ ଘଡ଼େଇ  ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ  ସମ୍ମାନିତଅତିଥି ଭାବେ ଅନ୍ୟତମ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ  ଯୋଗଦେଇଥିଲେ। ମୁଖ୍ୟବକ୍ତା ଭାବେ ଗୋକର୍ଣ୍ଣପୁର ଶିକ୍ଷା କ୍ଳଷ୍ଟର ର ସିଆରସିସି ସରିତା ନନ୍ଦ ଓ ଅନ୍ୟତମ ଅତିଥିଭାବେ ସିଦ୍ଧେଶ୍ଵର ଶିକ୍ଷା କ୍ଳଷ୍ଟର  ସିଆରସିସି ଅଳକା ପ୍ରଧାନ,ଗୋଷ୍ଠୀ ଶିକ୍ଷାଧିକାରୀ ଙ୍କ କାର୍ଯ୍ୟାଳୟର ଡିଇଓ ଏନ.ଅନନ୍ତ ବାସୁଦେବ , ଆକାଉଣ୍ଟାଣ୍ଟ ଏସ. ଉତ୍ତମ ଦୋରା, ପ୍ରଧାନଶିକ୍ଷୟତ୍ରୀ ମମତା ଦେବୀ, ବିଷ୍ଣୁପ୍ରିୟା ତ୍ରିପାଠୀ, ବିଦ୍ୟାଳୟର ପରିଚାଳନା କମିଟି ଉପ ସଭାନେତ୍ରୀ ରାଜେଶ୍ୱରୀ ସେଠୀ,  ସଦସ୍ୟ ଦାସ ରେଡ୍ଡୀ, ବୁଡୁ ଗୌଡ଼, ସନିଆ ରେଡ୍ଡୀ, ଅଶାନ୍ତି ସେଠୀ, କାମିନୀ ସେଠୀ ପ୍ରମୁଖ ଅନ୍ୟତମ ଅତିଥି ଭାବେ ମଞ୍ଚାସିନ ଥିଲେ।ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ର ଛାତ୍ରୀଛାତ୍ର ମାନଙ୍କୁ ଅତିଥିବୃନ୍ଦ ପ୍ରମାଣପତ୍ର  ସହ ପୁରସ୍କାର ପ୍ରଦାନ କରିଥିଲେ।  ସହକାରୀ ଶିକ୍ଷକ ଦାସରଥି ବିର୍ସା, କେ. ଭରତ ବେହେରା , ସୁଦାମ ବେହେରା, ବାବୁ ଗୌଡ଼ ,ଶିକ୍ଷୟତ୍ରୀ କେ. ସ୍ଵପ୍ନା,  ଶିଶୁ ସେବିକା ରୁବି ସେଠୀ, ପାଚିକା ମିନତି ଗୌଡ଼, ସୁଶିଳା ଗୌଡ଼ ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଶେଷରେ ଛାତ୍ରୀ ଛାତ୍ର ମାନଙ୍କ ପକ୍ଷରୁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ସଚେତନତାଧର୍ମୀ  ସାମାଜିକ ନାଟକ “ସରୁନି ଗପ କି ସରୁନି ପାପ” ମଞ୍ଚସ୍ଥ ହୋଇଥିଲା।ବହୁସଂଖ୍ୟକ ଅଭିଭାବିକା ଅଭିଭାବକ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri