ସସ୍ମିତ ବିଜେଡି ରାଜ୍ୟସଭା ସଂସଦୀୟ ଦଳ ନେତା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ସସ୍ମିତ ପାତ୍ର ଏବଂ ସୁଲତା ଦେଓଙ୍କୁ ବିଜେଡି ମୁଖ୍ୟ ସଚେତକ (ଚିଫ୍‌ ହୁଇପ) ଭାବେ ନିଯୁକ୍ତ ଦେଇଛନ୍ତି । ଏ ନେଇ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି । ସସ୍ମିତ ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନଲରେ ମଧ୍ୟ ରହିଛନ୍ତି ।
ସୁଲତା ଦେଓ ପ୍ରଥମ ଥର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ ମଧ୍ୟ ତାଙ୍କୁ ମୁଖ୍ୟ ସଚେତକ ଭାବେ ଗୁରୁ ଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୟ ଭିତରେ ସବୁ କାମ ସାର: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୫।୧(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ବିଭିନ୍ନ ଅଞ୍ଚଳରେ ଟାଉନ୍‌ ପ୍ଲାନିଂ ସ୍କିମ୍‌ ଲୋକପ୍ରିୟତା ଯୋଗୁ ଏଥିରେ ଅଗ୍ରଗତି ପରିଲକ୍ଷିତ ହୋଇଥିବା ମୁଖ୍ୟ ଶାସନ ସଚିବ...

ଲକ୍‌ଡାଉନ୍‌ରେ ସେବା ଯୋଗାଇବ ମୋ ବସ୍‌: ବିମାନବନ୍ଦର, ରେଳ ଷ୍ଟେଶନ, ବସ୍‌ଷ୍ଟାଣ୍ଡ୍‌ ଓ ହସ୍ପିଟାଲକୁ ସ୍ବତନ୍ତ୍ର ରୁଟ୍‌

ଭୁବନେଶ୍ୱର, ୨୨।୩(ବ୍ୟୁରୋ): କରୋନା ସଂକ୍ରାମଣ ଏଡ଼ାଇବାକୁ ୨୨ରୁ ୨୯ ତାରିଖ ଯାଏ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର। ତେବେ ଏହି ସମୟରେ କ୍ୟାପିଟାଲ ରିଜିଅନ୍‌...

ନଦୀପଠାରେ ପୋତା ହୋଇଛି ମୃତଦେହ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ, ୨୨ା୭(ଡି.ଏନ୍‌.ଏ.): ମଞ୍ଚେଶ୍ୱର ଥାନା ବରିମୁଣ୍ଡ ଗ୍ରାମପଞ୍ଚାୟତ କୁଆଖାଇ ନଦୀପଠାରେ ବୁଧବାର ଏକ ମୃତଦେହ ଠାବ ହୋଇଛି। ମୃତଦେହଟି ବାଲିରେ ପୋତି ହୋଇ ରହିଥିବାବେଳେ...

ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣା: ସିସିଟିଭିରୁ ୩ ଜଣଙ୍କୁ ଚିହ୍ନିଲା ପୋଲିସ

ପୁରୀ ଅଫିସ, ୪।୪: ପୁରୀ ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣାରେ ପୋଲିସ ୩ ଜଣଙ୍କୁ ଚିହ୍ନଟ କରିଛି। ସିସିଟିଭି ଯାଞ୍ଚ ବେଳେ ଏହି ଘଟଣା...

କୃଷି ଆଇନକୁ ବରଗଡ଼ରେ ବିରୋଧ: ରାଜରାସ୍ତାରେ ଜଳିଲା ନିଆଁ

ବରଗଡ଼ ଅଫିସ,୮।୧୨: କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନକୁ ନେଇ ଦେଶବ୍ୟାପୀ ବିରୋଧ କରାଯାଉଛି। ଏହି କ୍ରମରେ ସାରାଦେଶରେ ଚାଷୀ ଆନ୍ଦୋଳନ ଜାରି ରଖିଥିବାବେଳେ...

ଶ୍ରୀଜଗନ୍ନାଥଙ୍କ ପ୍ରସ୍ଥାନ, ପ୍ରତ୍ୟାବର୍ତ୍ତନ ନାହିଁ: ଗବେଷକ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ପ୍ରଭୁ ଶ୍ରୀଜଗନ୍ନାଥ ମାନବସମାଜକୁ ସଂସ୍କାରିତ ଜୀବନର ବାର୍ତ୍ତା ଦେଇଥାନ୍ତି। ଦେବତା ହୋଇ ମଧ୍ୟ ମାନବସମାଜର ଧର୍ମ, କର୍ମ, କର୍ତ୍ତବ୍ୟ ଓ ପରିପାଳନର ସନ୍ଦେଶ ଦିଅନ୍ତି।...

ଭୁବନେଶ୍ୱରରୁ ୫ଜଣଙ୍କୁ ଗିରଫ କଲା ହାଇଦ୍ରାବାଦ ପୋଲିସ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଓଡ଼ିଶାରୁ ଅପରେଟ ହେଉଛି ସାଇବର ଠକେଇ ର଼୍ୟାକେଟ। ହାଇଦ୍ରାବାଦ ପୋଲିସ ଭୁବନେଶ୍ୱରରୁ ୫ଜଣଙ୍କୁ ଗିରଫ କରିବା ପରେ ଘଟଣା ପଦାକୁ ଆସିଛି। ମାନାପୁରମ୍‌ ଫାଇନାନ୍ସ...

ଜିରୋନାଇଟ ସେଲିବ୍ରେଶନ ଉପରେ କଟକଣା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଶନିବାର ବର୍ଷର ଶେଷଦିନ । ରାତି ପାହିଲେ ବଦଳିବ କ୍ୟାଲେଣ୍ଡର । ବିଦାୟ ନେବ ୨୦୨୨ ଆସିବ ନୂଆବର୍ଷ ୨୦୨୩। ଗତ ଦୁଇବର୍ଷ କରୋନା...

Advertisement
Archives

Model This Week