ଉପରାଷ୍ଟ୍ରପତିଙ୍କୁ ଭେଟିଲେ ସସ୍ମିତ ପାତ୍ର

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନକରଙ୍କୁ ଭେଟିଛନ୍ତି ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର। ରାଜ୍ୟ ସଭାରେ ବିଜେଡିର ଆଭିମୁଖ୍ୟ ନେଇ ସେ ଉପରାଷ୍ଟ୍ରପତିଙ୍କୁ ଅବଗତ କରିଛନ୍ତି । ସଂସଦରେ ଓଡ଼ିଶା ସ୍ବାର୍ଥ ସମ୍ପର୍କିତ ପ୍ରସଙ୍ଗରେ ଦଳ ଆଲୋଚନା ଓ ବିତର୍କକୁ ଗୁରୁତ୍ୱ ଦେବ ବୋଲି ସସ୍ମିତ କହିଛନ୍ତି । ଏହି ଅବସରରେ ସସ୍ମିତ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୀବନୀ ଏବଂ କାର୍ଯ୍ୟ ଉପରେ ଆଧାରିତ ପୁସ୍ତକ ‘ଦି ଟଲ୍‌ ମ୍ୟାନ୍‌’ ଉପରାଷ୍ଟ୍ରପତିଙ୍କୁ ଉପହାର ଦେଇଛନ୍ତି। ଅପରପକ୍ଷେ ଉପରାଷ୍ଟ୍ରପତି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିବା ସହ ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳର ଆଚରଣକୁ ନେଇ ଖୁସି ବ୍ୟକ୍ତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri