ଉପରାଷ୍ଟ୍ରପତିଙ୍କୁ ଭେଟିଲେ ସସ୍ମିତ ପାତ୍ର

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନକରଙ୍କୁ ଭେଟିଛନ୍ତି ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର। ରାଜ୍ୟ ସଭାରେ ବିଜେଡିର ଆଭିମୁଖ୍ୟ ନେଇ ସେ ଉପରାଷ୍ଟ୍ରପତିଙ୍କୁ ଅବଗତ କରିଛନ୍ତି । ସଂସଦରେ ଓଡ଼ିଶା ସ୍ବାର୍ଥ ସମ୍ପର୍କିତ ପ୍ରସଙ୍ଗରେ ଦଳ ଆଲୋଚନା ଓ ବିତର୍କକୁ ଗୁରୁତ୍ୱ ଦେବ ବୋଲି ସସ୍ମିତ କହିଛନ୍ତି । ଏହି ଅବସରରେ ସସ୍ମିତ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୀବନୀ ଏବଂ କାର୍ଯ୍ୟ ଉପରେ ଆଧାରିତ ପୁସ୍ତକ ‘ଦି ଟଲ୍‌ ମ୍ୟାନ୍‌’ ଉପରାଷ୍ଟ୍ରପତିଙ୍କୁ ଉପହାର ଦେଇଛନ୍ତି। ଅପରପକ୍ଷେ ଉପରାଷ୍ଟ୍ରପତି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିବା ସହ ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳର ଆଚରଣକୁ ନେଇ ଖୁସି ବ୍ୟକ୍ତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri