ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର। ସେ ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଥିବା ସୂଚନା ମିଳିଛି। ଇସ୍ତଫାର ସ୍ପଷ୍ଟ କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନ ଥିଲେ ମଧ୍ୟ, ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି।

ସସ୍ମିତ ପାତ୍ରଙ୍କ ଇସ୍ତଫା ପରେ ଏବେ ରାଜ୍ୟ ସଭାରେ ଦଳର ନେତୃତ୍ୱ କିଏ ନେବ, ସେ ନେଇ ଆଲୋଚନା ଆରମ୍ଭ ହେଉଛି। ସସ୍ମିତ ଜଣେ ଦକ୍ଷ ଏମ୍‌ପି ଭାବେ ଦିଲ୍ଲୀ ଦରବାରରେ ଓଡ଼ିଶାର ସ୍ବର ଉଠାଇ ଆସୁଥିଲେ। ତେଣୁ ତାଙ୍କର ଏହି ନିଷ୍ପତ୍ତି ଦଳ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri