ରାଜ୍ୟ ସଭା ଏମ୍‌ପି ଭାବେ ଶପଥ ନେଲେ ସସ୍ମିତ୍‌ ପାତ୍ର

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ଭାବେ ସୋମବାର ଶପଥ ନେଇଛନ୍ତି ସସ୍ମିତ୍‌ ପାତ୍ର। ସେ ଦ୍ବିତୀୟ ଥର ଭାବେ ଶପଥ ନେଇଛନ୍ତି। ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କାୟା ନାଇଡୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ରାଜ୍ୟ ସଭା ନିର୍ବାଚନ ପାଇଁ ଖାଲି ପଡ଼ିଥିବା ୩ଟି ଆସନରେ ବିଜେଡିରୁ ମାନସ ମଙ୍ଗରାଜ, ସୁଲତା ଦେଓ ଓ ସସ୍ମିତ ପାତ୍ର ନିର୍ବାଚିତ ହୋଇଥିଲେ। ପୂର୍ବରୁ ମାନସ ମଙ୍ଗରାଜ ଓ ସୁଲତା ଦେଓ ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ନେଇଥିବା ବେଳେ ଆଜି ସସ୍ମିତ୍‌ ଶପଥ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?