ସସ୍ମିତାଙ୍କ ବେକରେ ରହିଛି ଦାଗ, ହତ୍ୟା ଅଭିଯୋଗ ଆଣି ଏସ୍‌ପି ଅଫିସରେ ପହଞ୍ଚିଲେ ପରିବାର ଲୋକେ

ବଲାଙ୍ଗୀର,୨୦ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଗୁଡ଼ତୁଲା ଗ୍ରାମରେ ସସ୍ମିତା ରଣାଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ବୁଧବାର ପରିବାର ଲୋକେ ନ୍ୟାୟ ଦାବି ନେଇ ବଲାଙ୍ଗୀର ଏସ୍‌ପିଙ୍କ ଅଫିସରେ ପହଞ୍ଚିଛନ୍ତି।

ସୂଚନାନୁଯାୟୀ, ଗନ୍ଧର୍ଲା ଗ୍ରାମର ସସ୍ମିତା ରଣା (୨୦) ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ଗୁଡ଼ତୁଲା ଗ୍ରାମର ନବୀନ ରଣା (୨୬)ଙ୍କୁ ୧୪ ମାସ ଆଗରୁ ବିବାହ କରିଥିଲେ। ସାବିତ୍ରୀ ପାଇଁ ସସ୍ମିତା ବାପଘରକୁ ଫୋନ୍‌ କରି ପୂଜା ସାମଗ୍ରୀ ଆଣିବା ପାଇଁ କହିଥିବା ବେଳେ ହଠାତ୍‌ ସସ୍ମିତାଙ୍କ ସ୍ବାମୀ ଫୋନ୍‌ କରି ସାମଗ୍ରୀ ନ ଆଣିବା ପାଇଁ କହିଥିଲେ। ଏହା ପରେ ସସ୍ମିତା ତାଙ୍କ ଭାଇଙ୍କୁ ଆଉ ବ୍ରତ କରିବେ ନାହିଁ ବୋଲି କହିଥିବା ପରିବାର ଲୋକେ କହିଛନ୍ତି। କିଛି ସମୟ ପରେ ପରିବାର ଲୋକଙ୍କ ପାଖକୁ ସସ୍ମିତାଙ୍କ ମୃତ୍ୟୁ ଖବର ପହଞ୍ଚିଥିଲା। ମୃତ୍ୟୁ ଖବର ସିନ୍ଧେକେଲା ପୋଲିସ ପାଇବା ପରେ ପହଞ୍ଚିଥିଲା। ଏହା ଆତ୍ମହତ୍ୟା ନା ହତ୍ୟା ତାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ସସ୍ମିତାଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ସନ୍ଦେହ କରି ତାଙ୍କ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣି ଆଜି ଏସ୍‌ପିଙ୍କ କାର୍ଯ୍ୟାଳୟରେ ପହଞ୍ଚି ନ୍ୟାୟ ମାଗିଛନ୍ତି। ତେବେ ମୃତ ସସ୍ମିତାଙ୍କ ବେକରେ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରିଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪୬ ପଇସା ପୈଠ ନକରିବାରୁ ଭାଜପା ନେତାଙ୍କ ଉପରେ ୧୨୦୦ ଟଙ୍କା ଜରିମାନା ଲଗାଇଛି HDFC ବ୍ୟାଙ୍କ

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କର କ୍ରେଡିଟ କାର୍ଡ ବିଲ ପେମେଣ୍ଟ କରିବା ସମୟରେ ଅଳ୍ପ କିଛି ପଇସା କମ ରହିଯାଏ, ତେବେ କ’ଣ ଏକ ବ୍ୟାଙ୍କ ଆପଣଙ୍କଠାରୁ…

ମଙ୍ଗଳ-ଶନିଙ୍କ କେନ୍ଦ୍ରଯୋଗ; ୪ ରାଶିଙ୍କ ଭଲଦିନ ଆରମ୍ଭ, ବଢିବ ଅପର୍ଯ୍ୟାପ୍ତ ଧନ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ୧ ସେପ୍ଟେମ୍ବର, ୨୦୨୬ ଠାରୁ, ମଙ୍ଗଳ ଏବଂ ଶନି ପରସ୍ପରଠାରୁ ୯୦ ଡିଗ୍ରୀ କୋଣରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ କେନ୍ଦ୍ର…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ଓମର ଅବଦୁଲ୍ଲାଙ୍କୁ ଭେଟିବା ପରେ ବଡ଼ କଥା କହିଦେଲେ ଆମେରିକୀୟ ରାଷ୍ଟ୍ରଦୂତ, ଜମ୍ମୁ-କାଶ୍ମୀର….

ନୂଆଦିଲ୍ଲୀ, ୧୯।୮: ଭାରତରେ ଆମେରିକାର ରାଜଦୂତ ସର୍ଗିଓ ଗୋର୍ ବୁଧବାର ଜମ୍ମୁ-କଶ୍ମୀରକୁ ନେଇ ଭାରତର ଆଭିମୁଖ୍ୟ ସହ ସମାନ ମତ ରଖିଛନ୍ତି । ସେ ଜମ୍ମୁ-କଶ୍ମୀରକୁ ଭାରତର…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ତାଲିମ

ଭଞ୍ଜନଗର,୧୯ା୮(ବାବୁଲା ପ୍ରଧାନ): ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ ଏମପାଓ୍ବାର୍‌ ସେଲ’ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଘାଟିତ ହୋଇଯାଇଛି।…

‘ଅପରେଶନ ସିନ୍ଦୂର’ ଡକ୍ୟୁମେଣ୍ଟାରୀ: ହଜିଲା ପାକିସ୍ତାନର ନିଦ, ରାତି ୨ଟାରେ ଜାରି କଲା ବିବୃତ୍ତି

ଇସଲାମାବାଦ,୧୯।୮: ’ଅପରେଶନ ସିନ୍ଦୂର’ ଉପରେ ଆଧାରିତ ଡକ୍ୟୁମେଣ୍ଟାରୀକୁ ନେଇ ପାକିସ୍ତାନ ଉତ୍ତେଜିତ ହୋଇ ଉଠିଛି। ପାକିସ୍ତାନ ସେନାର ମିଡିଆ ୱିଙ୍ଗର ମୁଖପାତ୍ର ଲେଫ୍ଟନାଣ୍ଟ ଜେନେରାଲ ଅହମ୍ମଦ ସରିଫ…

ସାବଧାନ ଆସୁଛି ନିୟମ! ସରକାରୀ ଚାକିରିଆଙ୍କ କଟିବ ୨୦% ଦରମା

ନୂଆଦିଲ୍ଲୀ, ୧୯।୮: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର କହିଛନ୍ତି ଯେ, ଆଇନଗତ ଭାବେ ବିବାହ ବିଚ୍ଛେଦ (ଡିଭୋର୍ସ) ନନେଇ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ି ଅନ୍ୟ…

ବିଧାନସଭାରେ ଗୀତ ଗାଇଲେ ମହିଳା ବିଧାୟକ; ହସିଲେ ମୁଖ୍ୟମନ୍ତ୍ରୀ, କହିଲେ….

ଚେନ୍ନାଇ, ୧୯।୮: ତାମିଲନାଡୁରେ ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟଙ୍କ ସରକାର ବିଧାୟକମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ସମସ୍ତ ବିଧାୟକଙ୍କୁ କାର୍ ମିଳିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri