Odisha Elections 2024

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିଶାଳ ଶୋଭାଯାତ୍ରାରେ ସ୍ଥାନୀୟ କାଳିପଡ଼ିଆରୁ ତାଙ୍କ ସମର୍ଥକଙ୍କ ଗହଣରେ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିକଟରେ ବିଜେଡିରୁ ଛାଡ଼ିଥିଲେ। କେନ୍ଦୁଝର ନିର୍ବାଚନ ମଣ୍ଡଳୀକୁ ସବୁ ଦଳ ଅବହେଳା କରିଆସୁଥିବା ବେଳେ ସେ ଜିତି ଅଞ୍ଚଳର ବିକାଶକୁ ଗୁରୁତ୍ୱ ଦେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିଟାଙ୍କି ଉପର ପାଲଟିଛି ମୋବାଇଲ ନେଟ୍‌ୱର୍କ ଜୋନ୍‌

ବଲାଙ୍ଗୀର/ମୁରିବାହାଲ,୧୯ା୫ (ବୀରେନ୍ଦ୍ର କୁମାର ଝାଙ୍କର/ଶ୍ରୀବତ୍ସ ବେହେରା)ମୋବାଇଲ ଫୋନ୍‌ରେ କଥା ହେବା ପାଇଁ ଗ୍ରାମବାସୀଙ୍କୁ ଚଢ଼ିବାକୁ ପଡୁଛି ଗଁାରେ ଥିବା ପାଣିଟାଙ୍କି ଉପରକୁ। ଗଁାରେ ଲାଗି ରହିଛି...

ହଟୁନି ଚିରାଫଟା ବ୍ୟାନର, ସ୍ମାର୍ଟସିଟି ସୌନ୍ଦର୍ଯ୍ୟତାରେ ସାଜୁଛି ପ୍ରତିବନ୍ଧକ

ରାଉରକେଲା,୧୯ା୫(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାରେ ହୋର୍ଡିଂ ସେବାର ଠିକ୍‌ ପରିଚାଳନା ହେଉନାହିଁ। ଫଳରେ ଏହା ସହରର ସୌନ୍ଦର୍ଯ୍ୟ ବୃଦ୍ଧିରେ ପ୍ରତିବନ୍ଧକ ସାଜୁଛି। ଆରଏମ୍‌ସି ଅନୁମୋଦନରେ ବିଭିନ୍ନ ସଂସ୍ଥା...

ଅଧିକାଂଶ ଭୋଟରଙ୍କୁ ମିଳିନି ଚିରକୁଟି

ରାଉରକେଲା, ୧୯ା୫(ସଙ୍ଗୀତା ଜେନା)ଆଉ ମାତ୍ର ଦିନକ ପରେ ସୁନ୍ଦରଗଡ଼ ଲୋକ ସଭା ଓ ବିଧାନସଭା ଆସନ ଲାଗି ମତଦାନ ହେବାକୁ ଯାଉଛି। ମତଦାନ ସଂଖ୍ୟା ବୃଦ୍ଧି...

ଭବାନୀପାଟଣାରେ ଫେଲ୍‌ ମାରିଛି ମୁକ୍ତା ଯୋଜନା

ଭବାନୀପାଟଣା,୧୯ା୫(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ନିର୍ମାଣ ହୋଇଥିବା ରାସ୍ତାକଡ଼ ବ୍ୟାୟାମଶାଳା ପିଲାଙ୍କ ପାର୍କ ନା ସୌନ୍ଦର୍ଯ୍ୟକରଣ ଉପକରଣ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି...

୨୫ ପରିବାରକୁ ଗୋଟିଏ ନଳକୂପ

ଝରିଗାଁ,୧୯।୫(କିଶୋର ଚନ୍ଦ୍ର ମଣ୍ତଳ)ଗ୍ରୀଷ୍ମ ଋତୁ ଆସିବା ମାତ୍ରେ ପାନୀୟ ଜଳ ସଙ୍କଟ ଦେଖା ଦେଉଛି। ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନକୁ ଦାବି ଜଣାଇଲେ ମଧ୍ୟ...

୧୦୦ ପିଲାଙ୍କୁ ୨ ଶିକ୍ଷକ

ଉମରକୋଟ, ୧୯।୫(ସନ୍ତୋଷ ଶତପଥୀ)ରାଜ୍ୟ ସରକାର ଅନୁସୂଚିତ ଜାତି ଜନଜାତିଙ୍କ ଉନ୍ନତି ପାଇଁ ଯୋଜନା କରୁଛନ୍ତି। କିନ୍ତୁ ପିଲାଙ୍କ ପାଠପଢ଼ା ଚୁଲିକୁ ଯିବାକୁ ବସିଲାଣି। ପିଲାଙ୍କୁ ଉନ୍ନତ...

ଆସିକାର ବିକାଶ ଶୀର୍ଷ ଛୁଇଁବ: ମଞ୍ଜୁଳା

ଆସିକା/ବ୍ରହ୍ମପୁର,୧୯ା୫(ସୁରେନ୍ଦ୍ରନାଥ ସାହୁ/ଅଶୋକ କୁମାର ସାହୁ):ଆସନ୍ତା ୨୦ ତାରିଖରେ ଆସିକା ସଂସଦୀୟ କ୍ଷେତ୍ର ଓ ଏହା ଅଧୀନ ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଅନୁଷ୍ଠିତ ହେବ।...

ରାସ୍ତା କାମ ଅଧାରୁ ଛାଡ଼ି ଠିକାଦାର ଛୁ’

ପାଣିକୋଇଲି,୧୯ା୫(ବିକାଶ ମଲ୍ଲିକ)ଅମୃତିଆଠାରୁ ପାଣିକୋଇଲି-ରଗଡ଼ି ପୂର୍ତ୍ତ ବିଭାଗ ରାସ୍ତା ଏବେ ଅର୍ଦ୍ଧନିର୍ମିତ ଅବସ୍ଥାରେ ରହିଛି। ପୂର୍ବରୁ ପାଣିକୋଇଲି ରଗଡ଼ି ପୂର୍ତ୍ତ ବିଭାଗ ରାସ୍ତାଠାରୁ ଅମୃତିଆ ଗ୍ରାମ ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri