Posted inଖେଳ

ମାଲକାନଗିରି ଶତବୀର ସିଂ ରିୟାରଙ୍କୁ ମିଳିଲା ଗୁରୁଦାୟିତ୍ୱ

ମାଲକାନଗିରି, ୧୯।୧୨ (ଦୁର୍ଯ୍ୟୋଧନ ପାତ୍ର): ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ହେଉଥିବା କ୍ରିକେଟ୍‌ ସିରିଜରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରିକେଟ ଦଳର ମ୍ୟାନେଜର ରୂପେ ମାଲକାନଗିରି ଜିଲାର ଶତବୀର ସିଂ ରିୟାର ଦାୟିତ୍ୱ ପାଇଛନ୍ତି। ଏହା ଜିଲା ପାଇଁ ଗୌରବ ଆଣିଦେଇଛି ।
ରିୟାରଙ୍କ ଭିଜା ହୋଇ ପାରୁ ନ ଥିବାରୁ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଅନୁଷ୍ଠିତ ହୋଇଥିବା ମ୍ୟାଚଗୁଡିକରେ ସେ ଭାଗ ନେଇ ପାରି ନ ଥିଲେ। ଏବେ ଏହି ସମସ୍ୟା ନ ଥିବାରୁ ସେ ମଙ୍ଗଳବାର ଦକ୍ଷିଣ ଆଫ୍ରିକା ଗସ୍ତ କରିବେ। ଗୋଟିଏ ଦିନିକିଆ ଓ ଦୁଇଟି ଟେଷ୍ଟ ମ୍ୟାଚରେ ସେ ମ୍ୟାନେଜର ଭାବେ ଦାୟିତ୍ୱ ତୁଲାଇବେ ବୋଲି ରିୟାର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହିନ୍ଦୀ କି ଇଂରାଜୀ ନୁହେଁ, ଏହି ଭାଷାରେ କମେଣ୍ଟ୍ରି ଶୁରିବାକୁ ପସନ୍ଦ କରନ୍ତୁ ଧୋନୀ

ଚେନ୍ନାଇ,୨୪।୩: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ଆଞ୍ଚଳିକ ଭାଷାର ଭାଷ୍ୟକାରର ପଦକ୍ଷେପକୁ ଭାରତର କିମ୍ବଦନ୍ତୀ କ୍ରିକେଟର ଏମଏସ ଧୋନୀ ପ୍ରଶଂସା କରିଛନ୍ତି। ସେ ଭୋଜପୁରୀ କମେଣ୍ଟ୍ରିକୁ...

IPL 2025 ମଧ୍ୟରେ ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟ ଘୋଷଣା କଲା ବିସିସିଆଇ: ଏହି ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୪।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସୋମବାର ମହିଳା ଦଳର ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟ ଘୋଷଣା କରିଛି। ବୋର୍ଡ ୧୬ ଜଣ ଖେଳାଳିଙ୍କୁ ୩ଟି ବର୍ଗରେ...

IPL 2025ରେ ‘ବଲ୍ ଟ୍ୟାମ୍ପରିଂ’? ପୁଣି ବ୍ୟାନ୍ ହୋଇପାରେ CSK, କ୍ୟାମେରାରେ କଏଦ ଭିଡିଓ ଭାଇରାଲ୍

ଚେନ୍ନାଇ,୨୪।୩: ଚେନ୍ନାଇ ସୁପର କିଙ୍ଗ୍ସ (CSK) ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୫ ର ପ୍ରଥମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ (MI) ବିପକ୍ଷରେ ୪...

ଅଧିନାୟକ ହେବା ଲାଗି ଏହି ପେସ୍‌ ବୋଲର ଆଗ୍ରହୀ

ନୂଆଦିଲ୍ଲୀ, ୨୩ା୩: ବିଶିଷ୍ଟ ପେସ୍‌ ବୋଲର କାଗିସୋ ରାବାଡା କହିଛନ୍ତି, ତାଙ୍କୁ ଯଦି ତାଙ୍କ ଦେଶ ଜାତୀୟ ଦଳର ଅଧିନାୟକ ପଦବୀ ଯଚା ଯାଏ ତେବେ...

ମ୍ୟାଚ ସମୟରେ ହୃଦଘାତର ଶିକାର ହେଲେ ତମିମ ଇକବାଲ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୪।୩: ପୂର୍ବତନ ବାଂଲାଦେଶ ଅଧିନାୟକ ତମିମ ଇକବାଲ ହୃଦଘାତର ଶିକାର ହୋଇଛନ୍ତି। ମ୍ୟାଚ ଖେଳୁଥିବା ସମୟରେ ତମିମ ଇକବାଲଙ୍କୁ ହୃଦଘାତ ହୋଇଥିଲା, ଯାହା ପରେ ତାଙ୍କୁ...

ରେକର୍ଡ ଭାଙ୍ଗିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୨୪ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ା ରେସ ଓ୍ବାକର ପ୍ରିୟଙ୍କା ଗୋସ୍ବାମୀ ମହିଳା ୩୫ କିମି ଇଭେଣ୍ଟରେ ଜାତୀୟ ରେକର୍ଡ ସୃଷ୍ଟି କରିଛନ୍ତି। ସ୍ଲୋଭାକିଆର ଡୁଡିନ୍ସଠାରେ ଚାଲିଥିବା ଡୁଡିନସ୍କା...

ପ୍ରଥମ ମ୍ୟାଚ୍‌ରେ ମୁମ୍ବାଇର ପରାଜୟ ଧାରା ଜାରି

ଚେନ୍ନାଇ,୨୩ା୩: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୪ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ପରାସ୍ତ...

ସମାଲୋଚନା କଲେ ଓ୍ବାର୍ନର: ଜବାବ ରଖିଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୩ା୩: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଡେଭିଡ ଓ୍ବାର୍ନର ଶନିବାର ଏୟାର ଇଣ୍ଡିଆକୁ ସୋସିଆଲ ମିଡିଆ ଜରିଆରେ ସମାଲୋଚନା କରିଛନ୍ତି। ପାଇଲଟ ନ ଥିବା ବିମାନରେ ଆମକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri