ଏତିକି ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ସତୀଶ

ମୁମ୍ବାଇ: ବଲିଉଡ୍‌ ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କ ଦେହାନ୍ତ ସମସ୍ତଙ୍କୁ ଚକିତ କରିଛି। ସତୀଶ ମାତ୍ର ୬୬ ବର୍ଷ ବୟସରେ ଦୁନିଆ ଛାଡ଼ିଛନ୍ତି। ସମସ୍ତଙ୍କ ମୁହଁରେ ହସ ଆଣିଥିବା ସତୀଶଙ୍କୁ ହରାଇ ଆଜି ସମସ୍ତେ ଲୁହ ଗଡ଼ାଉଛନ୍ତି। ସେ ଆଉ ଏହି ଦୁନିଆରେ ନାହାନ୍ତି ବୋଲି କେହି ବିଶ୍ୱାସ କରିପାରୁନାହାନ୍ତି। ସତୀଶଙ୍କ ସ୍ତ୍ରୀ ଶଶି ଏବଂ ଝିଅ ବଂଶିକା ସତୀଶଙ୍କୁ ଝୁରି ହେଉଛନ୍ତି। ଅଭିନେତାଙ୍କ ମୃତ୍ୟୁ ଖବରକୁ ତାଙ୍କର ଉତ୍ତମ ବନ୍ଧୁ ଅନୁପମ ଖେର ସୋସିଆଲ ମିଡିଆରେ ଜଣାଇଛନ୍ତି। ସତୀଶ ଦୁନିଆରୁ ଚାଲିଗଲେ ସତ ମାତ୍ର ସେ କେତେ କୋଟି ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ହୁଏତ କେହି ଜାଣି ନ ଥିବେ। ତେବେ ଜାଣନ୍ତୁ ଏ ସମ୍ପର୍କରେ…

ସତୀଶ ବଲିଉଡ୍‌ରେ ପ୍ରାୟ ତିନି ଦଶନ୍ଧି ବିତାଇଥିଲେ। ଅଭିନୟଠାରୁ ଆରମ୍ଭ କରି ସେ ନିର୍ଦ୍ଦେଶନା ବି ଦେଇଥିଲେ। କୁହାଯାଏ, ୨୦୨୩ରେ ସତୀଶଙ୍କ ମୋଟ୍‌ ସମ୍ପତ୍ତି ୪୦ କୋଟି ଟଙ୍କା। ତାଙ୍କ ଅଭିନୟ କ୍ୟାରିୟରରୁ ସେ କୋଟି କୋଟି ଟଙ୍କାର ସମ୍ପତ୍ତି କମାଇଥିଲେ।

ସତୀଶ ୧୩ ଏପ୍ରିଲ ୧୯୫୬ରେ ହରିୟାଣାର ମହେନ୍ଦ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ। ସେ କରୋଲ ବାଗସ୍ଥିତ ଏକ ବିଦ୍ୟାଳୟରୁ ତାଙ୍କର ପ୍ରାରମ୍ଭିକ ଶିକ୍ଷା ଶେଷ କରିଥିଲେ। ପରେ ୧୯୭୨ରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର କୋରେମାଲ କଲେଜରୁ ସ୍ନାତକ ହାସଲ କରିଥିଲେ। ନ୍ୟାଶନାଲ ସ୍କୁଲ ଅଫ୍‌ ଡ୍ରାମାର ଆଲୁମସ, ସତୀଶ ବଲିଉଡ୍‌ରେ ପ୍ରବେଶ କରିବା ପୂର୍ବରୁ ମଧ୍ୟ ଜଣେ ସଫଳ ଥିଏଟର କଳାକାର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?