ଉଦ୍‌ଘାଟନର ୨୯ ଦିନ ଭିତରେ ଭାଙ୍ଗିଗଲା ୨୬୪କୋଟି ମୂଲ୍ୟର ପୋଲ

ପାଟନା,୧୬।୭: ଚଳିତ ବର୍ଷ ମୌସୁମୀ ଆସିବା ସହ ବିହାରରେ ବର୍ଷା ଓ ବନ୍ୟା ସାଧାରଣ ଜୀବନ ଯାତ୍ରାକୁ ଅସ୍ତବ୍ୟସ୍ତ କରି ଦେଇଛି। ବିହାରର ଗୋପାଳଗଞ୍ଜ ଜିଲାରେ ଗଣ୍ଡକ ନଦୀ ଉପରେ ନିର୍ମାଣ କରାଯାଇଥିବା ପୋଲ ବର୍ଷାରେ ଭାଙ୍ଗିଯାଇ ନଦୀରେ ଭାସି ଯାଇଛି। ନଦୀର ଜଳସ୍ତର ବୃଦ୍ଧି ହେବା ଓ ପ୍ରବଳ ବର୍ଷ ଫଳରେ ଏଭଳି ହୋଇଥିବା କୁହାଯାଉଛି। ଏହି ପୋଲଟି ନିର୍ମାଣ କରିବାକୁ ପାଖାପାଖି ୨୬୪ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ହିସାବ ରହିଛି। ସୂଚନାଯୋଗ୍ୟ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଗତମାସରେ ଏହି ପୋଲର ଉଦ୍‌ଘାଟନ କରିଥିଲେ। ଆଉ ଉଦ୍‌ଘାଟନର ମାତ୍ର ୨୯ ଦିନ ଭିତରେ ଏହା ନଦୀ ଗର୍ଭରେ ଲିନ ହୋଇଯାଇଛି। ପୋଲଟି ଭାଙ୍ଗିଯିବା ଫଳରେ ଚମ୍ପାରନ, ତିରହୁତ ଓ ସାରଣ ଆଦି କିଛି ଜିଲରା ସହ ସମ୍ପର୍କ ଛିନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠପଢ଼ାରେ ଝିଅ ଆଗରେ, ପୁଅଙ୍କ ତୁଳନାରେ କମ୍‌ ଝିଅ ଅଧାରୁ ଛାଡୁଛନ୍ତି ସ୍କୁଲ…

ନୂଆଦିଲ୍ଲୀ,୨୮।୭ : ପାଠପଢ଼ାରେ ଝିଅମାନେ ପୁଅଙ୍କ ତୁଳନାରେ ଆଗରେ ଅଛନ୍ତି। ସ୍କୁଲକୁ ଯିବା ଏବଂ ଅଧ୍ୟୟନ ଜାରି ରଖିବା ହାର ଝିଅମାନଙ୍କ କ୍ଷେତ୍ରରେ ଅଧିକ ରହିଛି।...

ସୁପ୍ରିମ୍‌କୋର୍ଟର ୪ ବିଚାରପତି ନେଲେ ଶପଥ: ଆସନ୍ତା ମାସଠାରୁ ଜଣିକିଆ ଖଣ୍ଡପୀଠରେ ବିଚାର ହେବା ସମ୍ଭାବନା

ନୂଆଦିଲ୍ଲୀ, ୨୩।୯: ସୁପ୍ରିମ୍‌କୋର୍ଟର ୪ ନୂଆ ବିଚାରପତି ସୋମବାର ଶପଥ ନେଇଛନ୍ତି। ଏହାଦ୍ୱାରା ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ସଂଖ୍ୟା ୩୪କୁ ବୃଦ୍ଧି ପାଇଛି। ବିଚାରପତି ହିମାଚଳପ୍ରଦେଶ...

କରୋନା ସହ ଲଢ଼ୁଥିବା ରଓ୍ବୋ ରାଜକୁମାରୀ ବଖାଣିଲେ ହସ୍ପିଟାଲର ଅନୁଭୂତି

ମୁମ୍ବାଇ,୮।୬: ଟେଲି ଅଭିନେତ୍ରୀ ତଥା ମଧ୍ୟପ୍ରଦେଶର ରଓ୍ବୋ ରାଜକୁମାରୀ ମୋହେନା କୁମାରୀ ସିଂହ ଓ ତାଙ୍କ ପୁରା ପରିବାର ଏବେ କରୋନା କବଳରେ। ମୋହେନାଙ୍କ ସହ...

ପୁଣି ଭୁଶୁଡିଲା ଏକ ନିର୍ମାଣାଧୀନ ପୋଲ, ସରକାରଙ୍କ କାର୍ଯ୍ୟଶୈଳୀ ଉପରେ ଉଠିଲା ପ୍ରଶ୍ନ…

ପାଟନା,୨୪।୬ : ବିହାରରେ ଭାଗଲପୁରର ଗଙ୍ଗା ନଦୀ ଉପରେ ଏକ ନିର୍ମାଣାଧୀନ ପୋଲ ଭୁଶୁଡ଼ିବା ଘଟଣା ନେଇ ରାଜନିତି ଥଣ୍ଡା ହୋଇ ନ ଥିବାବେଳେ ପୁଣି...

ଚାଇନା ଆମକୁ ବନ୍ଧୁ ଭାବେ ଦେଖେନାହିଁ

ନୂଆଦିଲ୍ଲୀ,୨୮ା୫(ପି.ଟି.): ଚାଇନା ଆମକୁ ବନ୍ଧୁ ଭାବେ ଦେଖେନାହିଁ। ୧୯୫୦ ନଭେମ୍ବର ୭ରେ ଭାରତର ତତ୍କାଳୀନ ଉପପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କୁ ପତ୍ର...

ପ୍ରବାସୀ ଶିଶୁଙ୍କ ସଂଖ୍ୟା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୪: ଦେଶବ୍ୟାପୀ କୋଭିଡ୍‌-୧୯ ମହାମାରୀ ସଂକ୍ରମଣ ବଢ଼ିଚାଲିଥିବାବେଳେ ପ୍ରବାସୀ ଶ୍ରମିକମାନଙ୍କ ଦୁଃଖ ବହୁଗୁଣିତ ହେବାରେ ଲାଗିଛି। ଗତବର୍ଷ ଲକ୍‌ଡାଉନ୍‌ ବେଳେ ମହାମାରୀ ପ୍ରବାସୀ ପରିବାରଗୁଡ଼ିକର ଦୁର୍ଦ୍ଦଶା...

ବିଳମ୍ବ ହେବାରୁ ପ୍ଲାଟଫର୍ମ ଭିତରେ କାର୍‌ ପୂରାଇଦେଲେ ମନ୍ତ୍ରୀ

ଲକ୍ଷ୍ନୌ,୨୪।୮: ୟୁପିର ପଶୁପାଳନ ମନ୍ତ୍ରୀ ଧରମପାଲ ସିଂ ବିଳମ୍ବ ହେବାରୁ ଟ୍ରେନ ଚଢିବା ପାଇଁ ରେଳ ପ୍ଲାଟଫର୍ମ ଭିତରେ ନିଜ କାରକୁ ପୁରାଇ ଦେଇଛନ୍ତି। ମନ୍ତ୍ରୀଙ୍କ...

ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୭ା୨(ପି.ଟି.): ଉତ୍ତରପୂର୍ବ ଦିଲ୍ଲୀରେ ସିଏଏ ବିରୋଧୀ ହିଂସା ରୋକିବାରେ ବିଫଳ ହୋଇଥିବା ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟ ବୁଧବାର ଭର୍ତ୍ସନା କରିଛନ୍ତି। ଏହି ହିଂସାରେ ୨୪ ଜଣଙ୍କ...

Advertisement
Archives

Model This Week