Posted inଖେଳ

ପ୍ୟାରିସ ବିଶ୍ଵ ବ୍ୟାଡମିଣ୍ଟନ ଚାମ୍ପିୟନସିପ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସଟଲର ଭଗିନୀ ଋତୁପର୍ଣ୍ଣା, ଶ୍ୱେତପର୍ଣ୍ଣା

ଭୁବନେଶ୍ୱର,୧୮।୮: ଓଡ଼ିଶାର ପ୍ରଥମ ଭଗିନୀ ବ୍ୟାଡମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା ଓ ଶ୍ୱେତପର୍ଣ୍ଣା ପଣ୍ଡା ଅଗଷ୍ଟ ୨୫ରୁ ୩୧ ତାରିଖ ମଧ୍ୟରେ ପ୍ୟାରିସରେ ହେବାକୁ ଥିବା ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିୟନସିପ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସାକ୍ଷାତ କରିଛନ୍ତି। ଏହି ଭେଟରେ ମୁଖ୍ୟମନ୍ତ୍ରୀ ଉଭୟ ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇ ସଫଳତା କାମନା କରିଛନ୍ତି।

ଋତୁପର୍ଣ୍ଣା ଓ ଶ୍ୱେତପର୍ଣ୍ଣା ଭାରତର ପ୍ରଥମ ଭଗିନୀ ଯୋଡ଼ି ଭାବେ ମହିଳା ଡବଲ୍ସରେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରୁଛନ୍ତି। ଏହା ସହିତ ସେମାନେ ଓଡ଼ିଶାରୁ ଆସିଥିବା ପ୍ରଥମ ମହିଳା ବ୍ୟାଡମିଣ୍ଟନ ଯୋଡ଼ି ଭାବେ ଏକ ଗୌରବମୟ ମୁହୂର୍ତ୍ତ। ସୋସିଆଲ ମିଡିଆରେ ଏହି ଖବର ପ୍ରଶଂସା ସାଉଁଟୁଛି, ଏବଂ ଓଡ଼ିଶାବାସୀ ଏହି ଯୋଡ଼ିଙ୍କୁ ସମର୍ଥନ ଓ ଶୁଭକାମନା ଜଣାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri