ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମୁତୟନ ହେବେ ୩୫ ହଜାର ପୋଲିସ

ଭୁବନେଶ୍ୱର,୨୪।୫: ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ କରାଯିବା ପାଇଁ ପୋଲିସ ବ୍ୟବସ୍ଥା କରାଯାଇଛି। ଏନେଇ ଡିଜିପି ସୂଚନା ଦେଇଛନ୍ତି। ତୃତୀୟ ପର୍ଯ୍ୟାୟରେ ୧୦, ୫୫୧ ବୁଥ୍‌ , ୨୦% ସମ୍ବେଦନଶୀଳ ବୁଥ୍‌ ରହିଛି। ତେବେ ନିର୍ବାଚନ ହେଉଥିବା ୧୨ ଜିଲାରେ ୩୫ ହଜାର ପୋଲିସ ମୁତୟନ କରାଯିବ। ୧୨୧ କଂପାନୀ ସିଏପିଏଫ, ୧୨୧ କଂପାନୀ ଓଏସଏପି ରହିବେ। ପ୍ରତି ବିଧାନସଭା କ୍ଷେତ୍ର ଦାୟିତ୍ୱରେ ଜଣେ ଅତିରିକ୍ତ ଏସ୍ପି ରହିବେ। ମୋଟ ୪୩ ଏଏସ୍ପି, ୯୫ ଡିଏସ୍ପି, ୨୩୮ ଇନ୍ସପେକ୍ଟର ଦାୟିତ୍ୱରେ ରହିବେ।

ସେହିପରି ୨୧୬୦ ଏସ୍‌ଆଇ ଓ ଏଏସ୍‌ଆଇ, ୧୦, ୨୧୨ କନଷ୍ଟେବଳ, ୭ ହଜାର ହୋମଗାର୍ଡ ରହିବେ। ଛତିଶଗଡ଼ରୁ ୩ଶହ କନଷ୍ଟେବଳ, ୭ଶହ ହୋମଗାର୍ଡ ମଧ୍ୟ ଆସିଛନ୍ତି। ଅନ୍ୟ ସ୍ଥାନରେ ନିର୍ବାଚନ ସରିବା ପରେ ୨୦ କଂପାନୀ ସିଏପିଏଫ ମଧ୍ୟ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବାଧିକ ଆୟ କରୁଥିବା ପ୍ରଥମ ୫ ଷ୍ଟେଶନ ମଧ୍ୟରେ ଓଡ଼ିଶାର ୪ ଷ୍ଟେଶନ

ଭୁବନେଶ୍ୱର,୧୬।୬: ପୂର୍ବତଟ ରେଳପଥର ସର୍ବାଧିକ ଆୟ କରୁଥିବା ୨୦ଟି ଷ୍ଟେଶନ ତାଲିକାରେ ପ୍ରଥମ ୫ଟି ଷ୍ଟେଶନ ମଧ୍ୟରୁ ଓଡ଼ିଶାର ୪ଟି ଷ୍ଟେଶନ ସ୍ଥାନ ପାଇଛି ।...

ଶଳାଙ୍କୁ ଗୁଳି କରି ହତ୍ୟା କଲେ ଭିଣୋଇ

ପାରଳାଖେମୁଣ୍ଡି,୧୬ା୬(ଗିରିଧାରୀ ପରିଚ୍ଛା): ଶଳାଙ୍କୁ ଗୁଳିକରି ହତ୍ୟା କରିଛନ୍ତି ଭିଣୋଇ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ଭାଲିଆଗଣି ଗାଁରେ। ମୃତକ...

ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ...

ସ୍ନାନ ପୂର୍ଣ୍ଣିମା, ରଥଯାତ୍ରା ପରିଚାଳନା ନେଇ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୬ା୬: ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପରିଚାଳନା ନେଇ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ରାଜ୍ୟ ଅତିଥି ଭବନରେ...

ଯେବେ ଏନଡିଏର ଲୋକ ସଭା ବାଚସ୍ପତି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଭୋଟ ଦେବାକୁ ଦେଇଥିଲେ ଅନୁମତି, ଭାଙ୍ଗି ଯାଇଥିଲା ବାଜପେୟୀ ସରକାର

ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଫଳାଫଳ ପରେ ପିଏମ ମୋଦିଙ୍କ ନେତୃତ୍ୱ ଏନଡିଏ ସରକାର ପୁଣି କ୍ଷମତାକୁ ଫେରିଛି। ଏବେ ଏନଡିଏର ସହଯୋଗୀ ଦଳ ଲୋକ...

ଆହୁରି ତିନିଦିନ କଲକବଲ କରିବ ଗୁଳୁଗୁଳି

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ): ରାଜ୍ୟରେ ଏବେ ତାତି ସାଙ୍ଗକୁ ଅସହ୍ୟ ହେଲାଣି ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ହିଟ୍‌ଓ୍ବେଭ୍‌ ଜାରି ରହିଥିବା ବେଳେ ଉପକୂଳରେ କଲବଲ କରୁଛି...

ଅବସର ପରେ ବି ଶିକ୍ଷକଙ୍କୁ ମିଳୁନି ସମ୍ପୂର୍ଣ୍ଣ ପେନ୍‌ସନ

ଭବାନୀପାଟଣା,୧୬ା୬ (ଉତ୍ତମ କୁମାର ଦାଶ)ସରକାରୀ କର୍ମଚାରୀ ଅବସର ପାଇବା ପରେ ପେନ୍‌ସନ୍‌ ପାଇବା ପାଇଁ ସରକାରୀ ବ୍ୟବସ୍ଥା ରହିଛି। ହେଲେ କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ...

ସଚେତନତାରେ ସୀମିତ ବିଇଏମ୍‌ସିର ଡେଙ୍ଗୁ ନିୟନ୍ତ୍ରଣ

ବ୍ରହ୍ମପୁର,୧୬ା୬(ଅଶୋକ କୁମାର ସାହୁ)ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ବି ବ୍ରହ୍ମପୁର ସହରରେ ଡେଙ୍ଗୁ ଡରାଇବାକୁ ଲାଗିଲାଣି। କିଛି ଦିନ ତଳେ ସହରରେ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri