ଏହି ୬ ରାଶି ଉପରେ ପଡ଼ିବ ଶନିଙ୍କ କୃପା, ହେବ ଧନବର୍ଷା

ଭୁବନେଶ୍ୱର, ୫।୭:ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ଅଗଷ୍ଟ ମାସଠାରୁ ବୁଦ୍ଧାଦିତ୍ୟ ରାଜଯୋଗ ସୃଷ୍ଟି ହେଉଛି। ଏହି ରାଜଯୋଗ ସିଂହ ରାଶିରେ ହେବ ଏହାଦ୍ୱାରା କିଛି ରାଶିର ଭାଗ୍ୟ ବଦଳିଯାଇପାରେ। ଏଥିସହ ସେମାନଙ୍କ କ୍ୟାରିୟର ଏବଂ ବ୍ୟବସାୟରେ ଲାଭ ହେବ। ଆସନ୍ତୁ ଜାଣିବା ସେସବୁ ରାଶି ବିଷୟରେ…

ମେଷ (Aries): ଆଜି ଆପଣଙ୍କ ଆତ୍ମବିଶ୍ୱାସ ବଢିବ। ବ୍ୟବସାୟୀଙ୍କ ପାଇଁ ଲାଭଦାୟକ ଦିନ ହେବ। ପାରିବାରିକ ଜୀବନରେ ଆନନ୍ଦ ରହିବ, କିନ୍ତୁ ଅନାବଶ୍ୟକ ଖର୍ଚ୍ଚରୁ ଦୂରେଇ ରୁହନ୍ତୁ।

ବୃଷ (Taurus): ମାଲବ୍ୟ ରାଜଯୋଗ ଆପଣଙ୍କ ଭାଗ୍ୟକୁ ଖୋଲିପାରେ। ଆର୍ଥିକ ଦିଗରେ ଲାଭର ସମ୍ଭାବନା ରହିଛି। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହାୟତା ମିଳିବ।

ମିଥୁନ (Gemini): ଆଜି ଆପଣଙ୍କ ପାଇଁ ଶୁଭ ଦିନ। ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଉପଯୁକ୍ତ ସମୟ। ପ୍ରେମ ଜୀବନରେ ମଧୁରତା ବଢିବ।

କର୍କଟ (Cancer): ଆଜି ସତର୍କତା ଅବଲମ୍ବନ କରନ୍ତୁ। ସୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ଓ ଅନଶ୍ୟକ ବିବାଦରୁ ଦୂରେଇ ରୁହନ୍ତୁ। କାର୍ଯ୍ୟରେ ର୍ଧଯ୍ୟ ରଖିଲେ ସଫଳତା ମିଳିବ।

ସିଂହ (Leo): ଶନିଙ୍କ କୃପାରେ ଆଜି ଆପଣଙ୍କ ଦିନ ସଫଳତାଦାୟକ ହେବ। ଚାକିରି ଓ ବ୍ୟବସାୟରେ ନୂଆ ସୁଯୋଗ ମିଳିପାରେ। ପାରିବାରିକ ସୁଖ ବିବ।

କନ୍ୟା (Virgo): ଆଜି ଆପଣଙ୍କ ମନ ପ୍ରସନ୍ନ ରହିବ। ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଅଗ୍ରଗତି ହେବ।

ତୁଳା (Libra): ଆର୍ଥିକ ବୃଦ୍ଧି ଓ ବ୍ୟବସାୟିକ ସଫଳତା ପାଇଁ ଆଜିର ଦିନ ଶୁଭ। ର୍ଧଯ୍ୟ ଓ ସନ୍ତୁଳନ ରକ୍ଷା କରନ୍ତୁ, ଭାଗ୍ୟ ଆପଣଙ୍କ ସାଙ୍ଗରେ ରହିବ।

ବିଛା (Scorpio): ଆଜି ନୂଆ ଯୋଜନା ଉପରେ କାମ କରିବାର ସୁଯୋଗ ମିଳିବ। ମାନସିକ ଶାନ୍ତି ପାଇଁ ଧ୍ୟାନ କରନ୍ତୁ। ପାରିବାରିକ ସମସ୍ୟାର ସମାଧାନ ହେବ।

ଧନୁ (Sagittarius): ଆଜି ଆପଣଙ୍କ ଉତ୍ସାହ ବଢିବ। ବ୍ୟବସାୟୀଙ୍କ ପାଇଁ ଲାଭର ସମ୍ଭାବନା। ପ୍ରେମ ଜୀବନରେ ମଧୁର ମୁହୂର୍ତ୍ତ ଆସିବ।

ମକର (Capricorn): ଆଜି କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ନିବେଶ ପାଇଁ ସତର୍କ ରୁହନ୍ତୁ। ସୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

କୁମ୍ଭ (Aquarius): ଆଜି ନୂଆ ସୁଯୋଗ ମିଳିବ। ବୌଦ୍ଧିକ କାର୍ଯ୍ୟରେ ସଫଳତା ମିଳିବ। ପାରିବାରିକ ଜୀବନରେ ଶାନ୍ତି ଓ ସୁଖ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri