Posted inଖେଳ

ଇତିହାସ ରଚିଲେ ସାତ୍ତ୍ୱିକ-ଚିରାଗ ଯୋଡି

ଟୋକିଓ,୨୬।୮: ଜାପାନର ରାଜଧାନୀ ଟୋକିଓରେ ଭାରତର ସାତ୍ତ୍ୱିକ୍‌ ସାଇରାଜ ରେଡ୍ଡୀ ଏବଂ ଚିରାଗ ଶେଟ୍ଟୀ ଚମତ୍କାର ପ୍ରଦର୍ଶନ କରି ଇତିହାସ ରଚିଛନ୍ତି। ଏହି ଭାରତୀୟ ଯୋଡି ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିଅନସିପରେ ପଦକ ନିଶ୍ଚିତ କରିଛନ୍ତି। ପୁରୁଷ ଡବଲ୍ସରେ ପଦକ ହାସଲ କରିବାରେ ସେମାନେ ହେଉଛନ୍ତି ପ୍ରଥମ ଭାରତୀୟ ଯୋଡି। କ୍ୱାର୍ଟର ଫାଇନାଲରେ ବିଶ୍ୱର ସପ୍ତମ ସ୍ଥାନରେ ଥିବା ସାତ୍ତ୍ୱିକ-ଚିରାଗ ବିଶ୍ୱର ୨ ନମ୍ବର ଯୋଡି ଜାପାନର ଟାକୁରୋ ହୋକି ଏବଂ ୟୁଗୋ କୋବାୟାଶିଙ୍କୁ ପରାସ୍ତ କରି ଏକ ବଡ଼ ଓଲଟପାଲଟ କରିଥିଲେ। ଭାରତୀୟ ଯୋଡି ଜାପାନିଜ ଯୋଡିକୁ ୨୪-୨୨, ୧୫-୨୧, ୨୧-୧୪ ବ୍ୟବଧାନରେ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛନ୍ତି।
ଚଳିତ ମାସ ଆରମ୍ଭରେ ଦେଶ ପାଇଁ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଥିବା ଏହି ଯୋଡି ବିଶ୍ୱ ଚାମ୍ପିୟନଶିପ୍‌ରେ ମଧ୍ୟ ଚମତ୍କାର ଫର୍ମ ଜାରି ରଖିଛନ୍ତି। ପୂର୍ବରୁ ଏହି ଟୁର୍ନାମେଣ୍ଟରେ ପୁରୁଷ ଡବଲ୍ସରେ ଭାରତ ପଦକ ଜିତିନାହିଁ। ତେବେ ମହିଳା ଡବଲ୍ସରେ ଜ୍ୱାଲା ଗୁଟା ଏବଂ ଅଶ୍ୱିନୀ ପୋନ୍ନାପ୍ପାଙ୍କ ଯୋଡି ୨୦୧୧ରେ ଦେଶ ପାଇଁ ପଦକ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମ୍ୟାଚବେଳେ ଶୋଇ ପଡିଲେ ଶାସ୍ତ୍ରୀ

ରାଞ୍ଚି,୨୨।୧୦- ଦକ୍ଷିଣ ଆଫ୍ରକା ବିପକ୍ଷରେ ଭାରତ ସିରିଜ କ୍ଲିନ୍‌ ସୁଇପ୍‌ କରିବା ଏକ ପ୍ରକାର ନିଶ୍ଚିତ ହୋଇଛି। ତେବେ ମ୍ୟାଚ୍‌ ଚାଲିଥିବା ଅବସରରେ ହେଡ୍‌ କୋଚ...

ଜାତୀୟ ନଗେଶ ଟ୍ରଫି ଦୃଷ୍ଟିହୀନ କ୍ରିକେଟ: ବିଜୟ ସହ ଓଡ଼ିଶାର ଅଭିଯାନ

ଭୁବନେଶ୍ୱର,୯।୨(କ୍ରୀଡ଼ା ପ୍ରତିନିଧି)- ବେଙ୍ଗାଲୁରୁଠାରେ ସୋମବାରଠାରୁ ୩ୟ ନଗେଶ ଟ୍ରଫି ଜାତୀୟ କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ଓଡ଼ିଶା ଏହାର ପ୍ରଥମ ମ୍ୟାଚରେ ମଧ୍ୟପ୍ରଦେଶକୁ ୧୩୯ ରନରେ...

କୋଟ୍‌ଲାରେ ଜେଟ୍‌ଲିଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ବେଦୀଙ୍କ ବିରୋଧ

ନୂଆଦିଲ୍ଲୀ,୨୪।୧୨(ପି.ଟି.): ଦିଲ୍ଲୀର ଫିରୋଜ ଶାହା କୋଟଲା ଗ୍ରାଉଣ୍ଡରେ ପୂର୍ବତନ ସଭାପତି ଅରୁଣ ଜେଟ୍‌ଲୀଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ବିରୋଧ କରିଛନ୍ତି ସ୍ପିନ୍‌ କିମ୍ବଦନ୍ତୀ ବିଶନ ସିଂ ବେଦୀ।...

ଭାରତୀୟ ଟିମ୍‌ରେ ଏହି ଖେଳାଳିଙ୍କ ସ୍ଥାନ ନେବେ ରୋହିତ ଶର୍ମା, ଯାଦବଙ୍କ ବିକଳ୍ପ ନେଇ ଛିଣ୍ଡୁନି ଅଙ୍କ

ସିଡନୀ,୫।୧: ଅଷ୍ଟ୍ରେଲିଆ ବିପକ୍ଷରେ ତୃତୀୟ ଟେଷ୍ଟ ମ୍ୟାଚ୍‌ ଗୁରୁବାରଠାରୁ ଖେଳାଯିବ। ଏଥିରେ ଓପନିଂ ବ୍ୟାଟ୍ସମ୍ୟାନ୍‌ ଭାବେ ମୟଙ୍କ ଅଗ୍ରଓ୍ବାଲଙ୍କ ସ୍ଥାନ ନେବେ ରୋହିତ ଶର୍ମା। ସେହିଭଳି...

ଧୋନୀଙ୍କ ସହ ପୁରା ଚେନ୍ନାଇ ଦଳର ଆଉଥରେ ହେଲା କରୋନା ଟେଷ୍ଟ

ଦୁବାଇ, ୧।୯: ଚଳିତ ମାସରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌-୧୩ ଲାଗି ଏପର୍ଯ୍ୟନ୍ତ ଅଭ୍ୟାସ ଆରମ୍ଭ କରିପାରି ନ ଥିବା ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ)...

୫ଥର ପଜିଟିଭ ପରେ ଏହି କ୍ରିକେଟର୍‌ଙ୍କ ରିପୋର୍ଟ ଆସିଲା ନେଗେଟିଭ

କରାଚି, ୩୦।୭: ପାକିସ୍ତାନ କ୍ରିକେଟ୍‌ ଦଳର ଦ୍ରୁତ ବୋଲର ହାରିସ ରୌଫ୍‌ଙ୍କ ପାଇଁ ଖୁସି ଖବର। ଶେଷରେ ତାଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି।...

ଡେବ୍ୟୁ ମ୍ୟାଚ୍‌ ଦିନ ହୋଟେଲ ରୁମ୍‌କୁ ଯାଇ ପ୍ରବଳ କାନ୍ଦିଥିଲେ ଏହି କ୍ରିକେଟର୍‌, ଜାଣନ୍ତୁ କାହିଁକି

ଭାରତୀୟ କ୍ରିକେଟର ମନୋଜ ତିୱାରୀ ଆଜିକାଲି କ୍ରିକେଟଠାରୁ ଦୂରରେ ଅଛନ୍ତି। ସେ ପୂର୍ବ ଆଇପିଏଲ ସିଜନରେ ଅଂଶଗ୍ରହଣ କରି ନ ଥିବା ବେଳେ ୨୦୧୫ ମସିହାରୁ...

କୋହଲିଙ୍କୁ ଟ୍ରୋଲ କଲେ ଜୁନିୟର ବଚ୍ଚନ

ନୂଆଦିଲ୍ଲୀ,୨୫।୫- ଇଂଲଣ୍ଡରେ ହେବାକୁ ଥିବା ଆଇସିସି ବିଶ୍ୱକପ୍‌ ଲାଗି ଭାରତୀୟ ଦଳ ସହ ପ୍ରସ୍ତୁତ ହେଉଥିବା ଅଧିନାୟକ ବିରାଟ କୋହଲି ଟୋଟେନହାମ ହଟସପୁର ଷ୍ଟାର ହାରି...

Advertisement
Archives

Model This Week