Posted inଖେଳ

ଫ୍ରେଞ୍ଚ ଓପନ ପୁରୁଷ ଡବଲ ଜିତିଲେ ସାତ୍ତ୍ୱିକ-ଚିରାଗ

ପ୍ୟାରିସ୍‌,୩୧।୧୦: ଭାରତର ତାରକା ବ୍ୟାଡ୍‌ମିଣ୍ଟନ ଯୋଡି ସାତ୍ତ୍ୱିକ ସାଇରାଜ-ଚିରାଗ ସେଟ୍ଟୀ ତାଇୱାନର ଲୁ ଚିଙ୍ଗ-ୟା / ୟାଙ୍ଗ ପୋ ହାନଙ୍କୁ ପରାସ୍ତ କରି ଫ୍ରେଞ୍ଚ ଓପନ ବ୍ୟାଡମିଣ୍ଟନ ପୁରୁଷ ଡବଲ ଜିତିଛନ୍ତି। ଏହା ହେଉଛି ଉଭୟଙ୍କର ଏକାଦଶ ଟାଇଟଲ। ଏକପାଖିଆ ମ୍ୟାଚ ପ୍ରାୟ ୪୮ ମିନିଟ ଧରି ଚାଲିଥିଲା, ଆରମ୍ଭରୁ ଭାରତୀୟ ଯୋଡି କୋର୍ଟ ଉପରେ ପ୍ରାଧାନ୍ୟ ବିସ୍ତାର କରିଥିଲେ। ଏହାଦ୍ୱାରା ବିରୋଧୀ ଖେଳାଳିଙ୍କ ଜିତିବା କଷ୍ଟକର ହୋଇପଡିଥିଲା।
୧୯୮୩ ପରଠାରୁ ପ୍ରଥମ ଥର ପାଇଁ ଜଣେ ଭାରତୀୟ ଯୋଡି ଫ୍ରେଞ୍ଚ ଓପନରେ ପୁରୁଷ ଡବଲ୍ସ ଟାଇଟଲ ଜିତିଛନ୍ତି। ଏହାପୂର୍ବରୁ ୧୯୮୩ରେ ପାର୍ଥୋ ଗାଙ୍ଗୁଲି ଏବଂ ବିକ୍ରମ ସିଂଙ୍କ ଯୋଡି ଏହି କୀର୍ତ୍ତିମାନ ହାସଲ କରିଥିଲେ। ଏହି ଚମତ୍କାର ବିଜୟ ପାଇଁ କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର ଭାରତୀୟ ଯୋଡିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri