Posted inଖେଳ

୧ ନମ୍ବରକୁ ଫେରିଲେ ସାତ୍ତ୍ୱିକ-ଚିରାଗ

ନୂଆଦିଲ୍ଲୀ,୨୩ା୧: ଭାରତର ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ପୁରୁଷ ଡବଲ୍ସ ର଼୍ୟାଙ୍କିଙ୍ଗ ତାଲିକାର ନମ୍ବର ଓ୍ବାନ ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି।

ଏସିଆନ ଗେମ୍ସ ଚାମ୍ପିୟନ ମାଲେସିଆ ଓପନ ସୁପର ୧୦୦୦ ଏବଂ ଇଣ୍ଡିଆ ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ରନରଅପ୍‌ ହେବା ଯୋଗୁ ଦ୍ୱିତୀୟ ଥର ପାଇଁ ବିଶ୍ୱର ନମ୍ବର ଓ୍ବାନ ର଼୍ୟାଙ୍କିଙ୍ଗ ହାସଲ କରି ପାରିଛନ୍ତି। ଭାରତୀୟ ଯୋଡ଼ି ହାଙ୍ଗଝୋ ଏସିଆନ ଗେମ୍ସରେ ଐତିହାସିକ ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ପ୍ରଥମଥର ନମ୍ବର ଓ୍ବାନ ସ୍ଥାନ ସ୍ଥାନ ଅଧିକାର କରିଥିଲେ।

ବିଶ୍ୱର ନମ୍ବର-୨ ଯୋଡ଼ି ଭାବେ ଇଣ୍ଡିଆ ଓପନରେ ପ୍ରବେଶ କରିଥିବା ସାତ୍ତ୍ୱିକ ଓ ଚିରାଗ ରବିବାର ବିଶ୍ୱ ଚାମ୍ପିୟନ କାଙ୍ଗ୍‌ ମିନ୍‌ ହ୍ୟୁକ୍‌ ଓ ସିଓ ସାଙ୍ଗ୍‌ ଜାଇଙ୍କଠାରୁ ହାରିଯାଇଥିଲେ। ଅନ୍ୟ ଭାରତୀୟଙ୍କ ମଧ୍ୟରେ ଏଚ୍‌ଏସ୍‌ ପ୍ରଣୟ ଗୋଟିଏ ସ୍ଥାନ ଉପରକୁ ଉଠି ବିଶ୍ୱର ୮ନମ୍ବର ହୋଇଥିବା ବେଳେ ଲକ୍ଷ୍ୟ ସେନ୍‌, କିଡାମ୍ବି ଶ୍ରୀକାନ୍ତ ଓ ପ୍ରିୟାଂଶୁ ରାଜାଓ୍ବତ ଯଥାକ୍ରମେ ସେମାନଙ୍କ ୧୯ତମ, ୨୫ତମ ଓ ୩୦ତମ ସ୍ଥାନ ବଜାୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri