Advertisement

ବିଧିବଦ୍ଧ ଭାବେ ସତ୍ୟଭୂଷଣଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନକୁ ନେଇ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ସତ୍ୟଭୂଷଣ ସାହୁଙ୍କୁ ବିଧିବଦ୍ଧ ଭାବେ ଦଳ ପ୍ରାର୍ଥୀ କରିଛି। ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେଙ୍କ ଅନୁମୋଦନ ପରେ ଏଆଇସିସି ପକ୍ଷରୁ ପ୍ରେସ ରିଲିଜ ଯୋଗେ ଶନିବାର ପ୍ରାର୍ଥୀ ଘୋଷଣା କରାଯାଇଛି।

ଡିସେମ୍ବର ୫ରେ ପଦ୍ମପୁରରେ ଉପନିର୍ବାଚନ ହେବ। ଏଥିଲାଗି ନଭେମ୍ବର ୧୦ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୧୮ରେ ପ୍ରାର୍ଥୀପତ୍ର ଯାଞ୍ଚ, ୨୧ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଏବଂ ନଭେମ୍ବର ୨୧ରେ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଯାତ୍ରା ମହୋତ୍ସବ ଉଦ୍‌ଘାଟିତ : ଗଣପର୍ବରେ ପରଣିତ ହୋଇଛି କଳିଙ୍ଗ ବାଲିଯାତ୍ରା

ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ସମୁଦ୍ର ବେଳାଭୂମି ବିଜୁ ମଇଦାନଠାରେ ସୋମବାର ସନ୍ଧ୍ୟାରେ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା...

ଆଜିଠୁ ପୁରୀ ପ୍ରବେଶ ଉପରେ କଟକଣା: ୩୧ ପର୍ଯ୍ୟନ୍ତ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ମନା

ପୁରୀ ଅଫିସ,୫।୭: ପୁରୀ ଜିଲାରେ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ଜୁଲାଇ ମାସ ସବୁଠୁ ଗୁରୁତ୍ୱପୂର୍ଣ୍ଣ। ତେଣୁ କରୋନା ସଂକ୍ରମଣ ଯେପରି ନ ବ୍ୟାପିବ...

ସନ୍ଦିଗ୍ଧ କରୋନା ରୋଗୀଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଗଲା

ସମ୍ବଲପୁର/ହେମଗିର,୨୭ା୨(ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାରରେ ଜଣେ ସନ୍ଦିଗ୍ଧ କରୋନା ସଂକ୍ରମଣ ରୋଗୀ ଭର୍ତ୍ତି ହୋଇଛନ୍ତି। ସେ ସୁନ୍ଦରଗଡ ଜିଲା ହେମଗିର ଅଞ୍ଚଳର ବୋଲି ଜଣାପଡିଛି।...

ଶ୍ରୀମନ୍ଦିର ରୋଷ ଘରେ ଚୁଲି ଭଙ୍ଗିବା ଘଟଣା: ଥାନାକୁ ଗଲା ମାମଲା

ପୁରୀ ଅଫିସ,୪।୪ : ଶ୍ରୀମନ୍ଦିର ରୋଷ ଘରେ ୮୦ରୁ ଅଧିକ ଚୁଲି ଭଙ୍ଗାରୁଜା ଘଟଣାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନାରେ ମାମଲା ରୁଜୁ ହୋଇଛି।...

ଲଘୁଚାପ ସକ୍ରିୟ: କାଲି ନେବ ଅବପାତ ରୂପ, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବାରୁ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଗୁରୁବାର ଏହା ଅବପାତର ରୂପ ନେବ...

ରାଜ୍ୟ ସରକାରଙ୍କ ହାତୀ ସୁରକ୍ଷା ଚିନ୍ତା: ହେବ ଅଭୟାରଣ୍ୟ, ବେକରେ ଲାଗିବ ରେଡିଓ କଲାର

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ବିଗତ ଦିନରେ ବିଦ୍ୟୁତ୍‌ ସଂସ୍ପର୍ଶରେ ହେଉ ଅଥବା ଟ୍ରେନ୍‌ ଧକ୍କାରେ ହାତୀଙ୍କ ଅକାଳ ମୃତ୍ୟୁକୁ ନେଇ ରା୍ୟ ସରକାର ଚିନ୍ତା ପ୍ରକଟ କରିଛନ୍ତି। ସରକାର...

ଝାରପାଲିରୁ ଇସ୍ରୋ ବୈଜ୍ଞାନିକ

ବରଗଡ଼ ଅଫିସ୍‌,୨୯।୧୨: ବରଗଡ଼ ଜିଲା ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ଝାରପାଲି ଗ୍ରାମର ନିହାର ରଞ୍ଜନ ପ୍ରଧାନ ଇସ୍ରୋର ବୈଜ୍ଞାନିକ ଭାବେ ସୁଯୋଗ ପାଇଛନ୍ତି। ସେ ଆସନ୍ତା...

ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ

କଳିଙ୍ଗନଗର,୧୭।୧୦(ଡି.ଏନ୍‌.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖ୍ୟ ଡାକ୍ତରଖାନା ପାଲଟିଥିବା ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଶିଳ୍ପାଞ୍ଚଳରେ ଥିବା ୧୦ କାରଖାନାରେ ନିୟୋଜିତ ପ୍ରାୟ...

Advertisement
Archives

Model This Week