Posted inଜାତୀୟ

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା ଏସିଆରେ କମ୍ପାନୀର ସର୍ବବୃହତ ପୁଞ୍ଜି ବିନିଯୋଗ ଭାବରେ ୧୭.୫ ବିଲିୟନ ଆମେରିକୀୟ ଡଲାର (ପ୍ରାୟ ୧.୫ ଲକ୍ଷ କୋଟି ଟଙ୍କା) ଘୋଷଣା କରିଛନ୍ତି।

ନାଡେଲା ମଙ୍ଗଳବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପରେ ‘ସୋସିଆଲ ମିଡିଆରେ ଏହି ଘୋଷଣା କରିଛନ୍ତି। ଏହି ନିବେଶ AI ଭିତ୍ତିଭୂମି, କୌଶଳ ବିକାଶ ଏବଂ “ଭାରତର AI ପ୍ରଥମ ଭବିଷ୍ୟତ” ପାଇଁ ସାର୍ବଭୌମ କ୍ଷମତା ନିର୍ମାଣ କରିବାରେ ସାହାଯ୍ୟ କରିବ।

ପ୍ରଧାନମନ୍ତ୍ରୀ ମୋଦି ଏହି ବୈଠକକୁ “ଉତ୍ପାଦକତାପୂର୍ଣ୍ଣ” ବୋଲି କହିବା ସହ ଖୁସି ବ୍ୟକ୍ତ କରିଛନ୍ତି ଯେ ମାଇକ୍ରୋସଫ୍ଟ ଏସିଆରେ ନିଜର ସର୍ବବୃହତ ନିବେଶ ଭାରତରେ କରିବ। ସେ କହିଛନ୍ତି ଯେ AI କ୍ଷେତ୍ରରେ ବିଶ୍ୱ ଭାରତକୁ ନେଇ ଆଶାବାଦୀ।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…

‘ମମତା ଯାହା କରିଛନ୍ତି ଏକଦମ୍‌ ଠିକ୍‌ କରିଛନ୍ତି’, କିଏ ଆଉ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୧।୫: ଗତକାଲି ରାତିରେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ‘ଷ୍ଟ୍ରଙ୍ଗ ରୁମ’ ପରିଦର୍ଶନ କରିବା ପରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଥିଲା। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri