ନୂଆ ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ନେବା ପରେ କଲେ ବଡ଼ ଘୋଷଣା, କହିଲେ…

ଗଞ୍ଜାମ, ୪।୯(ବିଦ୍ୟାଧର ସାହୁ ): ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବୁଧବାର ସତ୍ୟଜିତ ବେନି ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ଶେରଗଡ଼ ଥାନାରେ କାର୍ଯ୍ୟ କରୁଥିଲେ। ଦାୟିତ୍ୱ ଗ୍ରହଣ କରିବା ପରେ ଲୋକଙ୍କ ସମସ୍ୟାକୁ ଦୂର କରିବା ସହିତ ଆଇନ ଶୃଙ୍ଖଳା ପ୍ରତି ଅଧିକ ଧ୍ୟାନ ଦେବେ ବୋଲି କହିଛନ୍ତି । ଏଥିସହ ପୂର୍ବରୁ ଗଞ୍ଜାମ ପୋଲିସ ଜିଲାର ହେଡ଼ କ୍ୱାଟରରେ ଦାୟିତ୍ୱ ତୁଲାଇ ଆସୁଥିଲେ। ବୁଧବାର ରମ୍ଭା ଥାନା ଅଧିକାରୀ କୁମାର ମୁଦୁଲିଙ୍କୁ ଭେଟି ନିଜ ଦାୟିତ୍ୱ ଗ୍ରହଣ କରିବା ପରେ ଥାନାର ସମସ୍ତ କର୍ମଚାରୀ, ଅଞ୍ଚଳର ବୁଦ୍ଧିଜୀବୀଙ୍କ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପୁଷ୍ପଗୁଛ ଦେଇ ସ୍ବାଗତ କରାଯାଇଛି। ହୁମ୍ମା ଫାଣ୍ଡି ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ସ୍ବତନ୍ତ୍ର ଦୃଷ୍ଟି ସହ ଟ୍ରାଫିକ ସମସ୍ୟାକୁ ଗୁରୁତ୍ୱ ଦେବେ। ଏହା ସହ ଅସାମାଜିକ ବ୍ୟକ୍ତିଙ୍କ ଉପରେ କଡ଼ା ନଜର ରଖାଯିବା ସହ ପୋଲିସ ପାଟ୍ରୋଲିଂକୁ କଡ଼ାକଡ଼ି ପାଳନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ଏସଆଇ ସତ୍ୟଜିତ ବେନି ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି…

ନକ୍‌ଆଉଟ ଟୁର୍ନାମେଣ୍ଟ: ବାରାବାଂସ ଦଳ ବିଜୟୀ

ବନ୍ଧମୁଣ୍ଡା,୧୬ା୩(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ କପାଟମୁଣ୍ଡା ପଞ୍ଚାୟତଠାରେ ଲାୟନ୍ସ ହାର୍ଟ କ୍ଲବ ପକ୍ଷରୁ ଆୟୋଜିତ ୨ ଦିନିଆ ଷଷ୍ଠ ଇଣ୍ଟର ପଞ୍ଚାୟତ କ୍ରିକେଟ ନକ୍‌ଆଉଟ…

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ…

SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୧୬ା୩(ସୁନିତ୍‌ ମିଶ୍ର): କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ

ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF)…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri