ସତ୍ୟଜିତ ମହାନ୍ତି ଓପିଏସ୍‌ସି ଅଧ୍ୟକ୍ଷ

ଭୁବନେଶ୍ୱର,୧ା୨(ବ୍ୟୁରୋ): ୧୯୮୮ ବ୍ୟାଚ ଆଇପିଏସ୍‌ ଅଫିସର ସତ୍ୟଜିତ ମହାନ୍ତି ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସତ୍ୟଜିତ ଏବେ ଅଗ୍ନିଶମ, ହୋମଗାର୍ଡ ଡିଜି ଭାବେ କାର୍ଯ୍ୟ କରୁଛନ୍ତି। ୬୨ ବର୍ଷ ଯାଏ ସେ ଓପିଏସସି ଅଧ୍ୟକ୍ଷ ପଦବୀରେ ରହିବେ। ଓପିଏସସି କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ବିଭୂତି ଭୁଷଣ ପଟ୍ଟନାୟକ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର,୨୯।୯: ବୁଧବାର ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ରେଜଲ୍ଟ । ପରୀକ୍ଷାରେ ୪୯ ହଜାର ୨୭୯ ଜଣ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇ ନାମଲେଖା...

ଆସୁଛି ବାତ୍ୟା ଅମ୍ଫନ: ଅସ୍ଥାୟୀ କୋଭିଡ୍‌ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକୁ ସ୍ଥାନାନ୍ତର ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୪ ଉପକୂଳବର୍ତ୍ତୀ...

ଡିବିରି ନିଆଁରୁ ଅଗ୍ନିକାଣ୍ଡ, ବାପପୁଅ ଗୁରୁତର

ତୁମୁଡ଼ିବନ୍ଧ,୨୬ା୬(ଡି.ଏନ୍‌.ଏ)-ତୁମୁଡ଼ିବନ୍ଧ ବ୍ଲକ ବେଲଘର ବଜାରସାହିରେ ସୋମବାର ରାତିରେ ଡିବିରିରୁ ନିଅଁା ବ୍ୟାପି ୨ ବଖରା ଜଳି ଯାଇଥିବାବେଳେ ବାପ ପୁଅ ଗୁରୁତର ହୋଇଛନ୍ତି। ସେମାନେ ହେଲେ...

୧୫ ବଛର ହେଲା ଖୁଲା ଆକାଶ ତଲେ ଉର୍ମିଳା

  ତଳଗଁ।, ୧୭।୧୨ (ଡି.ଏନ୍‌.ଏ.)- ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଅନେକ ସରକାରୀ ଯୋଜନା ବାଟ୍‌ବନା ହେଉଥିବାର ଦେଖ୍‌ବାକେ ମିଲିଛେ। ଅଧ୍‌କାରୀ, କରମ୍‌ଚାରୀକଁର ଅଁାତରିକତା ଅଭାବୁ...

ମ୍ୟାଙ୍ଗୋ ହବ୍‌ ପରିତ୍ୟକ୍ତ

ଢେଙ୍କାନାଳ ଅଫିସ, ୧୬।୪ ଜାତୀୟସ୍ତରରେ ସୁନାମ ଅର୍ଜିଛି ଢେଙ୍କାନାଳର ଆମ୍ବ। ବିଦେଶରେ ମଧ୍ୟ ଏହାର ଆଦର କିଛି କମ୍‌ ନୁହେଁ। ଜିଲାର ଆମ୍ବ ଚାଷୀ ଏବଂ...

ଅନ୍ତର୍ଜାତୀୟ ବ୍ରେଲ୍‌ ମାଗାଜିନ୍‌ ଲୋକାର୍ପିତ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ସଲାମ ଜୀବନ ପକ୍ଷରୁ ଶୁକ୍ରବାର ଅନ୍ତର୍ଜାତୀୟ ବ୍ରେଲ୍‌ ମାଗାଜିନ୍‌ ‘ବ୍ରେଲ୍‌ କମ୍ୟୁନିକ୍‌’ ଲୋକାର୍ପିତ ହୋଇଛି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ...

ଜଣେ ଏସିପି, ୭ ଇନ୍ସପେକ୍ଟର, ୪୪ ଏସ୍‌ଆଇ, ୪ ଏଏସ୍‌ଆଇଙ୍କ ବଦଳି

କଟକ ଅଫିସ,୨୧ା୪: କମିଶନରେଟ୍‌ ପୋଲିସରେ ବୁଧବାର ଜଣେ ଏସିପିଙ୍କ ସମେତ ୭ ଇନ୍ସପେକ୍ଟର, ୪୪ ସବ୍‌ଇନ୍ସପେକ୍ଟର ଓ ୪ ଜଣ ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟରଙ୍କ ବଦଳି କମିଶନରେଟ...

CORONAVIRUS UPDATE: ସୁସ୍ଥ ହେଲେ ଆଉ ୭୨ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୨,୩୫୪କୁ ବୃଦ୍ଧି

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଆଉ ୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୧୭ଜଣ ରହିଛନ୍ତି। ସେହିଭଳି ସୋନପୁରରୁ ୯, ଜଗତସିଂହପୁରରୁ ୬,...

Advertisement
Archives

Model This Week