Posted inଜାତୀୟ

ପୂର୍ବତନ ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ପରଲୋକ

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଳ ମଲିକଙ୍କ ମଙ୍ଗଳବାର ଦିନ ୭୯ ବର୍ଷ ବୟସରେ ପରଲୋକ ଘଟିଛି। ସେ ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୧ଟା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

୧୯୪୬ ଜୁଲାଇ ୨୪ରେ ଉତ୍ତରପ୍ରଦେଶର ବାଗପତରେ ଜନ୍ମଗ୍ରହଣ କରିଥିବା ମଲିକ ୨୦୧୮-୨୦୧୯ ମସିହାରେ ଜମ୍ମୁ-କାଶ୍ମୀର, ୨୦୧୯-୨୦୨୦ରେ ଗୋଆ ଏବଂ ୨୦୨୦-୨୦୨୨ ପର୍ଯ୍ୟନ୍ତ ମେଘାଳୟର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇଥିଲେ। ତାଙ୍କ ଜମ୍ମୁ-କାଶ୍ମୀର ରାଜ୍ୟପାଳ କାର୍ଯ୍ୟକାଳରେ ଅନୁଚ୍ଛେଦ ୩୭୦ ରଦ୍ଦ ହୋଇଥିଲା। ଏହା ସହ ସେ ୨୦୧୯ ପୁଲଓ୍ଵାମା ଆକ୍ରମଣ ସମୟରେ ଗୁଇନ୍ଦା ବିଫଳତା ଓ ସୁରକ୍ଷା ତ୍ରୁଟି ନେଇ ଗମ୍ଭୀର ଅଭିଯୋଗ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?