ଓଟିଟିରେ ରିଲିଜ ହେବ ‘ସତ୍ୟପ୍ରେମ କି କଥା’

ମୁମ୍ବାଇ: ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଏବଂ କିଆରା ଆଡଭାନିଙ୍କ ଅଭିନୀତ ଫିଲ୍ମ ‘ସତ୍ୟପ୍ରେମ କି କଥା’ ଜୁନ ୨୯ରେ ଇଦ ଅବସରରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମ ବକ୍ସ ଅଫିସରେ ମୋଟ ୮୩.୮୫ କୋଟି ଟଙ୍କା ବ୍ୟବସାୟ କରିଛି। ତେବେ ଏହି ଫିଲ୍ମ ଏବେ ହଲ୍‌ରେ ଧମାଲ ମଚାଇବା ପରେ ମନୋରଞ୍ଜନ କରିବା ପାଇଁ ଓଟିଟିରେ ରିଲିଜ ହେବାକୁ ଯାଉଛି।
ସମୀର ବିଦୱାନଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଓଟିଟି ପ୍ଲାଟଫର୍ମ ଆମାଜନ ପ୍ରାଇମ ଭିଡିଓରେ ଷ୍ଟ୍ରିମିଂ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?