ସତ୍ୟଙ୍କ କ୍ଷୁଦ୍ରତମ ହକି ଷ୍ଟିକ୍‌: ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନିତ

ବ୍ରହ୍ମପୁର ଅଫିସ,୧୯ା୧: ପୁରୁଷ ବିଶ୍ୱକପ୍‌ ହକି ଅବସରରେ ବାଲୁକା ଶିଳ୍ପୀ ସତ୍ୟ ନାରାୟଣ ମହାରଣା କ୍ଷୁଦ୍ରତମ ହକି ଷ୍ଟିକ୍‌ ନିର୍ମାଣ କରି ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ ନିମନ୍ତେ ମନୋନୀତ ହୋଇଛନ୍ତି। ସତ୍ୟ ଗତ ୮ ତାରିଖରେ ୫ ମିଲିମିଟର ଲମ୍ବ ଓ ୧ ମିଲିମିଟର ଓସାର ବିଶିଷ୍ଟ ହକି ଷ୍ଟିକ୍‌ ଗମ୍ଭାରୀ କାଠରେ ତିଆରି କରିଥିଲେ। ଯେଉଁଥିପାଇଁ ତାଙ୍କୁ ୩୦ ମିନିଟ ସମୟ ଲାଗିଥିଲା। ଏଭଳି କଳାକୃତି ନିର୍ମାଣ କରି ସେ ହକିକୁ ସ୍ବାଗତ ଜଣାଇବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ତେବେ ସତ୍ୟ ତାଙ୍କର କଳାକୃତିକୁ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ। ଏହାପରେ ସେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ ନିମନ୍ତେ ଆବେଦନ କରିଥିଲେ। ବର୍ତ୍ତମାନ ସତ୍ୟଙ୍କ ଏହି କଳାକୃତି ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସ ନିମନ୍ତେ ମନୋନୀତ ହୋଇଥିବା କହିଛନ୍ତି। ଆଗାମୀ ଦିନରେ ଏସିଆ ବୁକ୍‌ ଅଫ୍‌ ରେକଡର୍‌ସ ହାସଲ କରିବେ ବୋଲି ସେ ଆଶାବାଦୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri