Posted inଖେଳ

ସତ୍ୟସାଗର ଚେନ୍ନାଇ ସିଟି ଏଫ୍‌ସିର ନୂଆ କୋଚ୍‌

ଚେନ୍ନାଇ, ୧୧ା୧୨ (ପି.ଟି.)-ଆଗାମୀ ଆଇ-ଲିଗ୍‌ ସିଜନ ପାଇଁ ପୂର୍ବତନ ଚାମ୍ପିୟନ ଚେନ୍ନାଇ ସିଟି ଏଫ୍‌ସି ଗୁରୁବାର ସତ୍ୟସାଗରଙ୍କୁ ଏହାର ମୁଖ୍ୟ କୋଚ ୍‌ ଭାବେ ନିଯୁକ୍ତି ଦେଇଛି। ସତ୍ୟସାଗର ପୂର୍ବରୁ କ୍ଲବର ସହକାରୀ କୋଚ୍‌ ଭାବେ କାର୍ଯ୍ୟ କରିସାରିଛନ୍ତି। ସିଙ୍ଗାପୁରର ଆକବର ନଓ୍ବାଜ୍‌ ଗତ ଅକ୍ଟୋବରରେ ଚେନ୍ନାଇ ଦଳ ଛାଡ଼ି ଚାଲିଯାଇଛନ୍ତି। ତାଙ୍କ ସ୍ଥାନରେ ୨୬ ବର୍ଷ କୋଚିଂ ଅଭିଜ୍ଞତା ଥିବା ସତ୍ୟସାଗରଙ୍କୁ ନିଯୁକ୍ତି ମିଳିଛି। ଆଇ-ଲିଗ୍‌ ୨୦୨୦-୨୧ ସିଜନ ଆସନ୍ତାବର୍ଷ ଜାନୁୟାରୀ ୯ରୁ ଆରମ୍ଭ ହେବ। ସେହିଦିନ କଲ୍ୟାଣି ମୁନିସିପାଲ ଷ୍ଟାଡିୟମରେ ଗୋକୁଳମ କେରଳ ବିପକ୍ଷ ମ୍ୟାଚ୍‌ ଖେଳି ଚେନ୍ନାଇ ସିଟି ଟୁର୍ନାମେଣ୍ଟରେ ଏହାର ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୁମ୍ବାଇ ଇଣ୍ଡିଆନ୍ସ ଛାଡି ଏହି ଦଳରେ ସାମିଲ ହେବେ ହାର୍ଦ୍ଦିକ ପାଣ୍ଡ୍ୟା! ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୬।୫: ମୁମ୍ବାଇ ଇଣ୍ଡିଆନ୍ସ IPL ୨୦୨୬ ପ୍ଲେଅଫ ଦୌଡ଼ରୁ ପ୍ରାୟ ବାହାର ହୋଇଗଲାଣି। ଯଦିଓ ବାକି ଚାରୋଟି ମ୍ୟାଚ ଜିତିଲେ ବି ସେମାନେ କେବଳ ୧୪ ପଏଣ୍ଟ…

ଆଇସିସି ଟି୨୦ ଟିମ୍‌ ର଼୍ୟାଙ୍କିଙ୍ଗ୍ସ: ଶୀର୍ଷସ୍ଥାନ ବଜାୟ ରଖିଲା ଭାରତ, ଜାଣନ୍ତୁ ଦ୍ୱିତୀୟ, ତୃତୀୟ ସ୍ଥାନରେ କେଉଁ ଦେଶ…

ଦୁବାଇ,୫ା୫: ୩ ଥରର ବିଶ୍ୱକପ୍‌ ବିଜେତା ଭାରତ ମଙ୍ଗଳବାର ଆଇସିସି ଟି୨୦ ଟିମ୍‌ ର଼୍ୟାଙ୍କିଙ୍ଗ୍ସରେ ଶୀର୍ଷସ୍ଥାନ ବଜାୟ ରଖିଛି। ଗତ ମାର୍ଚ୍ଚରେ ଭାରତ ପ୍ରଥମ ଦଳ ଭାବେ…

ଟିକେଟ ଲାଗି ୫ କୋଟି ଦାବି କରୁଥିଲା ଟିଏମ୍‌ସି, ସାଙ୍ଘାତିକ ଅଭିଯୋଗ ଆଣିଲେ ଏହି ପୂର୍ବତନ କ୍ରିକେଟର

କୋଲକାତା,୫ା୫: ୫ କୋଟି ଟଙ୍କା ନ ଦେବାରୁ ହାଓ୍ବରାର ଶିବପୁର ନିର୍ବାଚନ ମଣ୍ଡଳୀରୁ ମୋତେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଟିକେଟ ଦେବାକୁ ମନା କରିଥିଲା। ପଶ୍ଚିମବଙ୍ଗ ବିଧାନସଭା…

ଖେଳାଳିଙ୍କ ଗର୍ଲଫ୍ରେଣ୍ଡ ପାଇଁ ବିସିସିଆଇ ଆଣିବ କଡ଼ା ଗାଇଡ୍‌ଲାଇନ

ମୁମ୍ୱାଇ,୫ା୫: ଚଳିତ ଆଇପିଏଲ୍‌ରେ କିଛି ନିର୍ଦ୍ଦିଷ୍ଟ ଖେଳାଳି ସେମାନଙ୍କ ଗର୍ଲଫ୍ରେଣ୍ଡ ସହ ସର୍ୱସାଧାରଣରେ ନଜର ଆସିବା ଘଟଣା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ କ୍ଷୁବ୍ଧ କରିଛି।…

ଚୌକା-ଛକା ବର୍ଷା କଲେ ରୋହିତ ଶର୍ମା: ରଚିଲେ ଇତିହାସ

ନୂଆଦିଲ୍ଲୀ,୫।୫: ରୋହିତ ଶର୍ମା କ୍ରମାଗତ ପାଞ୍ଚଟି ମ୍ୟାଚ ପାଇଁ ବାହାରେ ଥିଲେ। ଦଳକୁ ଫେରିବା ପରେ ସେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷରେ ଇତିହାସ ରଚିଛନ୍ତି। ସେ…

ରାତ୍ରିକାଳୀନ କ୍ରିକେଟ ଟୁର୍ନାମେଣ୍ଟ: ବେଲଖଣ୍ଡି ଦଳ ଚାମ୍ପିୟନ

କର୍ଲାମୁଣ୍ଡା:୪/୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପଞ୍ଚାୟତ ଅନ୍ତର୍ଗତ ଗାନ୍ଧିନଗର ପଡାଠାରେ ଗାନ୍ଧିନଗର କ୍ରିକେଟ କମିଟି ପକ୍ଷରୁ ୨ ଦିନଧରି ରାତ୍ରି କାଳୀନ…

ଦିଲ୍ଲୀ ଗ୍ରସ୍ତ ସ୍କିପ୍‌ କଲେ ଧୋନୀ

ଚେନ୍ନାଇ,୪ା୫: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ପୂର୍ୱତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଦଳ ସହିତ ପରବର୍ତ୍ତୀ ମ୍ୟାଚ୍‌ ଲାଗି ଦିଲ୍ଲୀ ଯାତ୍ରା କରି ନାହାନ୍ତି। ସିଏସ୍‌କେ…

ଆରସିବିକୁ ବଡ଼ ଝଟ୍‌କା: ସ୍ୱଦେଶ ଫେରିଲେ ଫିଲ୍‌ ସଲ୍ଟ

ନୂଆଦିଲ୍ଲୀ,୪ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଓପନର ଇଂଲଣ୍ଡର ଫିଲ୍‌ ସଲ୍ଟ ସ୍ୱଦେଶ ଫେରିଛନ୍ତି। ଗତ ମାସରେ ତାଙ୍କ ଆଙ୍ଗୁଠିରେ ଆଘାତ ଲାଗିଥିଲା। ତାଙ୍କର କ୍ଷତର ଗଭୀରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri