ଦେଶରେ ହେଲାଣି ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ: ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩୦ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏହା ସାଙ୍ଗକୁ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ସଂକ୍ରମଣରେ ବି ଲଗାମ ଲାଗି ପାରୁନାହିଁ । ଏହାକୁ ଦେଖି ଦିଲ୍ଲୀର ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି ଦେଶରେ ହୋଇ ସାରିଲାଣି ଓମିକ୍ରନର ଗୋଷ୍ଠୀ ସଂକ୍ରମଣ । ବିଶେଷ କରି ରାଜଧାନୀରେ ଏହାର ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ସେ ପ୍ରକାଶ କରିଛନ୍ତି । କାରଣ ଏବେ ଦିଲ୍ଲୀରେ ଯେଉଁ ଓମିକ୍ରନ୍ ସଂକ୍ରମିତ ମିଳୁଛନ୍ତି ସେମାନଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନାହିଁ ଅର୍ଥାତ୍ ସେମାନେ ନିକଟରେ ବାହାରକୁ ଯାତ୍ରା କରି ନାହାନ୍ତି ।
ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ବୁଧବାର ଦିଲ୍ଲୀରେ ୯୨୩ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା । ସେଥିମଧ୍ୟରୁ ୪୬ ପ୍ରତିଶତ ଥିଲେ ଓମିକ୍ରନ୍ ସଂକ୍ରମିତ । ଏମାନଙ୍କ ମଧ୍ୟରୁ ୨୦୦ ହସ୍ପିଟାଲରେ ଥିବା ବେଳେ ୧୧୫ ଜଣ ବାହାରେ ଅଛନ୍ତି । ହସ୍ପିଟାଲରେ ସେମାନଙ୍କୁ ସ୍ୱତନ୍ତ୍ର ଭାବେ ରଖାଯାଇଛି । ଏହାକୁ ନେଇ ରାଜଧାନୀରେ ଷ୍ଟେଜ-୧ ଲାଗୁ କରାଯାଇଛି । ଆଗକୁ କ’ଣ ପ୍ରତିବନ୍ଧକ ଲାଗିବ ସେ ନେଇ ଡିଡିଏମ୍‌ଏ ବୈଠକରେ ନିଷ୍ପତ୍ତି ନିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

ଲଡ୍ଡୁ ଗୋପାଳଙ୍କ ମୂର୍ତ୍ତି କେତେ ବଡ଼ ହେବା ଉଚିତ? ଜାଣନ୍ତୁ ଘରେ ରଖିବାର ୧୦ ନିୟମ…

ଲଡ୍ଡୁ ଗୋପାଳ ହେଉଛନ୍ତି ଭଗବାନ ଶ୍ରୀକୃଷ୍ଣଙ୍କ ବାଳ ସ୍ବରୂପ। ଘରେ ଲଡ୍ଡୁ ଗୋପାଳଙ୍କୁ ରଖିବା କେବଳ ପୂଜା ନୁହେଁ, ବରଂ ଏକ ବାଳକଙ୍କୁ ପରିବାରର ସଦସ୍ୟ...

ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ...

ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

୨୯ ଡିସେମ୍ୱରରେ ଏହି ୩ରାଶିର ଭଲ ଟାଇମ୍‌, ବର୍ଷଶେଷବେଳକୁ ହୁ ହୁ ହୋଇ ବଢିଯିବ ଧନ

ହିନ୍ଦୁ ଧର୍ମରେ, ଗ୍ରହ ଆଧାରରେ ରାଶି ଗଣନା କରାଯାଏ। ଯେତେବେଳେ କୌଣସି ଗ୍ରହ ତାର ରାଶି ପରିବର୍ତ୍ତନ କରେ, ଏହା ଶୁଭ ଏବଂ ଅଶୁଭ ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri