ସୌଦି କ୍ରାଉନ ପ୍ରିନ୍ସଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା ପରେ ମୋଦି କହିଛନ୍ତି-ମାନବ ବିକାଶ ପାଇଁ ମିଳିତ ଭାବେ କାମ କରିବୁ

ନୂଆଦିଲ୍ଲୀ/ରିୟାଦ,୧୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାଇଦ୍ରାବାଦ ହାଉସରେ ସୌଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ବିନ ଅବଦୁଲଅଜିଜ ଅଲ ସଉଦଙ୍କ ସହ ପ୍ରତିନିଧିମଣ୍ଡଳ ସ୍ତରୀୟ ବାର୍ତ୍ତା କରିଛନ୍ତି। ମୋଦିଙ୍କ ସହ ସାକ୍ଷାତକାର ପୂର୍ବରୁ ସୌଦି କ୍ରାଉନ ପ୍ରିନ୍ସଙ୍କର ରାଷ୍ଟ୍ରପତି ଭବନରେ ଔପଚାରିକ ସ୍ବାଗତ କରାଯାଇଥିଲା। ଏହି ଅମସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉପସ୍ଥିତ ଥିଲେ। ସୌଦି କ୍ରାଉନ ପ୍ରିନ୍ସ ୩ ଦିନିଆ ଯାତ୍ରାରେ ଦିଲ୍ଲୀ ପହଞ୍ଚିଛନ୍ତି। ଜି-୨୦ ଶିଖର ସମ୍ମିଳନୀ ଶେଷ ହେବା ପରେ ସେ ଏବେ ଦିଲ୍ଲୀରେ ଅଛନ୍ତି। ସୋମବାର ହେଉଛି ତାଙ୍କ ଯାତ୍ରାର ଅନ୍ତିମ ଦିବସ।

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ସୌଦି କ୍ରାଉନ ପ୍ରିନ୍ସ ‘ଭାରତ-ସୌଦି ଷ୍ଟ୍ରାଟେଜିକ ପାର୍ଟନରସିପ କାଉନସିଲ’ (ଏସପିସି) ର ବୈଠକରେ ଭାଗ ନେଇଥିଲେ। ସୌଦି ଆରବର ପ୍ରଧାନମନ୍ତ୍ରୀ, କ୍ରାଉନ ପ୍ରିନ୍ସ ମଧ୍ୟ ସନ୍ଧ୍ୟା ୬ଟା ୩୦ରେ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାକୁ ଯାଉଛନ୍ତି। ସେ ରାତି ୮ଟା ୩୦ରେ ନୂଆଦିଲ୍ଲୀ ଛାଡିବେ। ଏହାପୂର୍ବରୁ ସେ ଫେବୃୟାରୀ ୨୦୧୯ରେ ଭାରତ ଗସ୍ତ କରିଥିଲେ। ସୌଦି ଆରବର କ୍ରାଉନ ପ୍ରିନ୍ସଙ୍କର ଏହା ହେଉଛି ଦ୍ୱିତୀୟ ଗସ୍ତ । ଜି -୨୦ରେ ଯୋଗଦେବା ପାଇଁ ସେ ଶୁକ୍ରବାର ଭାରତ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?