ପାକିସ୍ତାନକୁ ଫାଇନାଲ ଓ୍ବାର୍ନିଂ ଦେଲା ସୌଦି ଅରବ

ରିୟାଦ,୧୩।୭: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ସମସ୍ୟା କମ ହେବାର ନାଁ ନେଉନି। ଏବେ ପାକିସ୍ତାନ ଏୟାରଲାଇନ୍ସକୁ ବାକି ପଇଠ ନ କରିଥିବାରୁ ରିୟାଦ ଏୟାରପୋର୍ଟ ଅଥରିଟି ଅନ୍ତିମ ଚେତାବନୀ ବା ଫାଇନାଲ ଓ୍ବାର୍ନିଂ ଦେଇଛନ୍ତି। ଏ ସମ୍ପର୍କରେ ଏକ ଘରୋଇ ଟେଲିଭିଜନ ଚ୍ୟାନେଲ ତା’ର ରିପୋର୍ଟରେ ଦର୍ଶାଇଛି।

ଉକ୍ତ ରିପୋର୍ଟରେ ଦାବି କରାଯାଇଛି ଯେ ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସ (ପିଆଇଏ) ରିୟାଦ ବିମାନବନ୍ଦର ପ୍ରାଧିକରଣ (ଆରଏଏ) ରୁ ଅଲ୍ଟିମେଟମ ଗ୍ରହଣ କରିଛି ଏବଂ ଏହା ସହିତ କର୍ତ୍ତୃପକ୍ଷ ପିଆଇଏକୁ ୮.୨ ନିୟୁତ ରିୟାଲ ଦେବାକୁ କହିଛନ୍ତି। ଏଥିପାଇଁ ଜୁଲାଇ ୧୫ ପର୍ଯ୍ୟନ୍ତ ସମୟ ଦିଆଯାଇଛି। ଯଦି ଧାର୍ଯ୍ୟ ସମୟ ମଧ୍ୟରେ ଦେୟ ସମାପ୍ତ ନ ହୁଏ, ତେବେ ରିୟାଦ ବିମାନବନ୍ଦର କର୍ତ୍ତୃପକ୍ଷ ପାକିସ୍ତାନ ଏୟାରଲାଇନ୍ସର ବିମାନ ଉପରେ ପ୍ରଭାବ ପକାଇପାରେ।
କେବଳ ଏତିକି ନୁହେଁ, ଜେଡ୍ଡା ବିମାନ ବନ୍ଦର ମଧ୍ୟ ଦେୟ ନଦେବା ପାଇଁ ପିଆଇଏକୁ ଚେତାବନୀ ଦେଇଛ। ରିୟାଦ ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ସ୍ମାରକପତ୍ର ପ୍ରଦାନକୁ ଜଣେ ପିଏଆଇ ମୁଖପାତ୍ର ନିଶ୍ଚିତ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ଦେୟ ପ୍ରଦାନ ତଥା ତୁରନ୍ତ ସମସ୍ୟାର ସମାଧାନ ଦିଗରେ ବିମାନ ସେବା ସକ୍ରିୟ ଭାବେ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?