ମାନସିକ-ଶାରୀରିକ ସ୍ୱାସ୍ଥ୍ୟ ପାଇଁ ସୌଦି ବିଶ୍ୱବିଦ୍ୟାଳୟରେ ହେବ ଯୋଗ

ଜେଦ୍ଦା,୫ ।୩: ଅରବ ନ୍ୟୁଜର ଏକ ରିପୋର୍ଟ ଅନୁଯାୟୀ, ସୌଦି ଆରବ ତା’ର ବିଶ୍ୱିଦ୍ୟାଳୟରେ ମାସିକ ଓ ଶାରିରୀକ ସ୍ୱାସ୍ଥ୍ୟର ମହତ୍ୱକୁ ଧ୍ୟାନରେ ରଖି ଯୋଗ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛି । ସୌଦି ଯୋଗ ସମିତିର ଅଧ୍ୟକ୍ଷ ନୌଫ ଅଲ-ମରୱାଇଙ୍କ ଅନୁସାରେ, ଆଗାମୀ କିଛି ମାସରେ ଯୋଗକୁ ସମର୍ଥନ ଓ ପ୍ରୋତ୍ସାହନ ଦେବା ପାଇଁ ସୌଦି ଆରବର କିଛ ପ୍ରମୁଖ ବିଶ୍ୱିଦ୍ୟାଳୟ ସହ କିଛି ଚୁକ୍ତି ସ୍ୱାକ୍ଷର କରାଯିବ ।
ବିଶ୍ୱବିଦ୍ୟାଳୟରେ କ୍ରୀଡାର ବିକାଶ ଏବଂ ପ୍ରଚାର ଶୀର୍ଷକ ଚତୁର୍ଥ ଅଧିବେଶନରେ ଅଲ-ମରୱାଇ ସ୍ପଷ୍ଟ କରିଛନ୍ତି ଯେ ବିଶ୍ୱବିଦ୍ୟାଳୟରେ ଯୋଗ ପ୍ରବର୍ତ୍ତନ ପାଇଁ କମିଟି ଗଠନ କରିବାକୁ ଚେଷ୍ଟା ଚାଲିଛି । ଅରବ ନ୍ୟୁଜ କହିଛି ଏ ସମ୍ପର୍କରେ ସ୍ୱାସ୍ଥ୍ୟ ଓ କଲ୍ୟାଣ ପାଇଁ ଯୋଗାଭ୍ୟାସର ମହତ୍ୱ ଉପରେ ଗୁରୁତ୍ ଦିଆଯାଉଛି । ଏହି ପ୍ରଚାରରେ କୁହାଯାଇଛି କି ଯୋଗାଭ୍ୟାସ କରିବା ଉଭୟ ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri