ପଳାୟନ କରୁଥିବା ଇଥୋପିଆ ନାଗରିକଙ୍କ ଉପରେ ଆଖିବୁଜା ଗୁଳି ଚାଳନା କରୁଛନ୍ତି ସାଉଦି ଆରବ ସୁରକ୍ଷାକର୍ମୀ…

ରିୟାଦ,୨୩।୮ : ସାଉଦି ଆରବ ସୀମାରେ ଇଥିଓପିଆରୁ ପଳାୟନ କରୁଥିବା ଶହ ଶହ ଲୋକଙ୍କୁ ହତ୍ୟା କରାଯାଉଛି। ହ୍ୟୁମାନ ରାଇଟ୍ସ ୱାଚ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ଏହା ପ୍ରକାଶ ପାଇଛି। ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଲୋକମାନେ ୟେମେନ ଦେଇ ସାଉଦି ଆରବରେ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି।

ଏହି ସମୟରେ ସାଉଦି ସୀମାର ସୁରକ୍ଷାକର୍ମୀମାନେ ସେମାନଙ୍କ ଉପରେ ଆଖିବୁଜା ଗୁଳି ଚାଳନା ଆରମ୍ଭ କରି ଦେଇଛନ୍ତି। ହ୍ୟୁମାନ ରାଇଟ୍ସ ୱାଚ ଗବେଷକ ନାଦିଆ ହାର୍ଡ଼ମ୍ୟାନ ଏକ ବିବୃତ୍ତିରେ କହିଛନ୍ତି ସାଉଦି ଅଧିକାରୀମାନେ ଶହ ଶହ ପ୍ରବାସୀ ତଥା ଶରଣାର୍ଥୀଙ୍କୁ ହତ୍ୟା କରୁଛନ୍ତି।’

ହ୍ୟୁମାନ ରାଇଟ୍ସ ୱାଚ ରିପୋର୍ଟ ୩୮ ଇଥିଓପିଆ ନାଗରିକ ଏବଂ ଚାରି ଜଣ ସମ୍ପର୍କୀୟଙ୍କ ସହ ହୋଇଥିବା ସାକ୍ଷାତକାର ଉପରେ ଆଧାରିତ। ଯେଉଁମାନେ ମାର୍ଚ୍ଚ ୨୦୨୨ରୁ ଜୁନ ୨୦୨୩ ମଧ୍ୟରେ ୟେମେନରୁ ସାଉଦି ଆରବରେ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?