Posted inଜାତୀୟ

ସୌମ୍ୟା ବିଶ୍ୱନାଥନ ହତ୍ୟା ମାମଲା: ରାୟ ସଂରକ୍ଷିତ ରଖିଲେ କୋର୍ଟ, ୨୦ ଜାନୁଆରୀରେ ଘୋଷଣା ହେବ ଦଣ୍ଡ

ନୂଆଦିଲଲ୍ଲୀ,୧୯।୧: ଟେଲିଭିଜନ ସାମ୍ବାଦିକ ସୌମ୍ୟା ବିଶ୍ୱନାଥନ ହତ୍ୟା ମାମଲାରେ ଦୋଷୀଙ୍କୁ ଦଣ୍ଡ ଦେବା ନେଇ ସାକେଟ କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ଏହି ମାମଲାର ଶୁଣାଣି ଶୁକ୍ରବାର (ଜାନୁଆରୀ ୧୯)ରେ ହୋଇଥିଲା। ଅପରାଧୀଙ୍କ ଦଣ୍ଡ ଶନିବାର (ଜାନୁୟାରୀ ୨୦, ୨୦୨୪) ଅପରାହ୍ନ ୨ଟା ୩୦ମିନିଟରେ ଘୋଷଣା କରିବ। ଜିଲା ଆଇନ ସେବା ପ୍ରାଧିକରଣ (DLSA) ଏବଂ ଜେଲ ପ୍ରାଧିକରଣ ସାକେତ କୋର୍ଟରେ ଏହି ରିପୋର୍ଟ ଦାଖଲ କରିଛନ୍ତି।
ଏହି ମାମଲାରେ ସାକେତ କୋର୍ଟ ସମସ୍ତ ୫ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ଏଥିରୁ ଚାରିଜଣଙ୍କ ମଧ୍ୟରୁ ରବି କପୁର, ଅମିତ ଶୁକ୍ଲା, ବାଲଜିତ ସିଂ ମଲିକ ଏବଂ ଅଜୟ କୁମାରଙ୍କୁ ହତ୍ୟା ମାମଲାରେ କୋର୍ଟ ଘୋଷଣା କରିଛନ୍ତି। ତେବେ ଅଜୟ ସେଠୀଙ୍କୁ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇ ନାହିଁ। ଆଇପିସିର ଧାରା ୪୧୧ ଅନୁଯାୟୀ ସେଠୀଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ।

ସୂଚନାଯୋଗ୍ୟ, ସାମ୍ବାଦିକା ସୌମ୍ୟା ବିଶ୍ୱନାଥନ ଡିସେମ୍ବର ୩୦, ୨୦୦୮ରେ କାର ଯୋଗେ ଘରକୁ ଫେରୁଥିବା ବେଳେ ତାଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଅଧାରୁ ରାଜନୀତି ଛାଡିଥିଲେ ଅମିତାଭ ବଚ୍ଚନ

ଗଣତନ୍ତ୍ରର ମହାନ ପର୍ବ ଅର୍ଥାତ୍‌ ନିର୍ବାଚନ ଚାଲିଛି। ନିର୍ବାଚନବେଳେ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ଏକ ଘଟଣା ମନେ ପଡିଯାଏ। ବିଗ ବି ରାଜନୀତି ପ୍ରବେଶ କରିଥିଲେ।...

୧୫ ସେକେଣ୍ଡ ପାଇଁ ପୋଲିସ ହଟାଇ ଦିଅ…ଓଓ୍ବାଇସିଙ୍କୁ ଖୁଲମ୍‌ଖୁଲା ଧମକ ଦେଲେ ଭାଜପା ନେତା

ନୂଆଦିଲ୍ଲୀ,୯।୫: ଭାରତୀୟ ଜନତା ପାର୍ଟି (ଭାଜପା) ନିଜର ସମସ୍ତ ଶକ୍ତି ବ୍ୟବହାର କରି ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କ ହାଇଦ୍ରାବାଦ ଗଡ଼କୁ ଭାଙ୍ଗି ଦେଇଛି। ମହାରାଷ୍ଟ୍ରର...

ଟଳିପଡିଲେ ୩ ଆତଙ୍କବାଦୀ

ଶ୍ରୀନଗର,୯।୫: ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର ରେଡୱାନି ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର ପ୍ରାୟ ୪୦ ଘଣ୍ଟା ପରେ ଶେଷ ହୋଇଛି।...

ଦେଶରେ କେବଳ ଜଣେ ନେତା ସତ କହୁଛନ୍ତି, ସେ ହେଉଛନ୍ତି…..

ଲକ୍ଷ୍ନୌ,୯।୫: କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଉତ୍ତର ପ୍ରଦେଶରରେ ରାଲି କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ବର୍ତ୍ତମାନ ଦେଶରେ କେବଳ ଜଣେ ନେତା...

‘ଶେଷ ନିଃଶ୍ୱାସ ଯାଏ ଲଢ଼ିବି…’ମାୟାବତୀଙ୍କ କାର୍ଯ୍ୟାନୁଷ୍ଠାନକୁ ନେଇ ମୁହଁ ଖୋଲିଲେ ଆକାଶ ଆନନ୍ଦ

ଲକ୍ଷ୍ନୌ,୯।୫: ଲୋକ ସଭା ନିର୍ବାଚନ ମଧ୍ୟରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମୁଖ୍ୟ ମାୟାବତୀ ନିଜର ପୁତୁରା ଆକାଶ ଆନନ୍ଦଙ୍କୁ ଦଳର ସମସ୍ତ ପଦବୀରୁ ହଟାଇ ଦେଇଛନ୍ତି।...

ଭାରତ ପାଇଁ ଆମେରିକାକୁ ଗାଳି କଲା ରୁଷିଆ

ମସ୍କୋ/ନୂଆଦିଲ୍ଲୀ,୯।୫: ଖଲିସ୍ତାନ ସମର୍ଥକ ଆତଙ୍କବାଦୀ ଗୁରୁପନ୍ତୱନ୍ତ ସିଂ ପନ୍ନୁ ମାମଲାରେ ରୁଷିଆ ଭାରତର ସପକ୍ଷରେ ଯୁକ୍ତି ବାଢିଛି। ପନ୍ନୁଙ୍କୁ ହତ୍ୟା ଉଦ୍ୟମ ଷଡଯନ୍ତ୍ରରେ ଭାରତ ବିରୋଧରେ...

ଏୟାର ଇଣ୍ଡିଆର ବଡ଼ କାର୍ଯ୍ୟାନୁଷ୍ଠାନ, କ୍ରୁ ମେମ୍ବରଙ୍କୁ କଲା ବହିଷ୍କାର

ନୂଆଦିଲ୍ଲୀ,୯।୫: ସମୂହ ଛୁଟିରେ ଯିବା ପଡିଲା ମହଙ୍ଗା। ଏନେଇ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ଏୟାରଇଣ୍ଡିଆ ଏକ୍ସପ୍ରେସ। କ୍ରୁ ମେମ୍ବରଙ୍କୁ ବିଦା କରିଛି ଏୟାରଇଣ୍ଡିଆ କମ୍ପାନୀ। ଏହି...

ଲିଭ୍‌-ଇନ୍‌ ସମ୍ପର୍କ: ଭାରତୀୟ ସଂସ୍କୃତି ପାଇଁ କଳଙ୍କ

ରାୟପୁର/ପ୍ରୟାଗରାଜ,୯ା୫: ବିଶ୍ୱର ଅନେକ ବିକଶିତ ଓ ବିକାଶଶୀଳ ରାଷ୍ଟ୍ରରେ ଲିଭ୍‌-ଇନ୍‌ ସମ୍ପର୍କକୁ ସାମାଜିକ ସ୍ବୀକୃତି ତଥା ଆଇନଗତ ବୈଧତା ମିଳିଥିବାବେଳେ ଭାରତରେ ଏବେ ମଧ୍ୟ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri